Posted inଜାତୀୟ

ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲା: ଜାମିନକୁ ନେଇ ବିରୋଧ ପ୍ରଦର୍ଶନ କଲା ଭାଜପା

ମୁମ୍ବାଇ,୧୨ ।୯: ମହାରାଷ୍ଟ୍ରରେ ଜଣେ ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲାରେ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି । ଏବେ ଏହାକୁ ବିରୋଧ କରି ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଅତିରିକ୍ତ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ସାମ୍ନାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ପ୍ରଦର୍ଶନକାରୀଙ୍କ ମଧ୍ୟରେ ମାଡ ଖାଇଥିବା ଅବସରପ୍ରାପ୍ତ ନୌସେନା ଅଧିକାରୀ ମଦନ ଶର୍ମାଙ୍କ ଝିଅ ବି ଉପସ୍ଥିତ ରହିଛନ୍ତି । ଏମାନେ ଅଭିଯୁକ୍ତଙ୍କ ବିରୋଧରେ ଜାମିନ ବିହିନ ମାମଲା ପାଇଁ ଦାବି କରିଛନ୍ତି । ମଦନଙ୍କ ଝିଅ ଶିଲା ଶର୍ମା କହିଛନ୍ତି ମହାରାଷ୍ଟ୍ର ସରକାରଙ୍କୁ ମୁଁ କିଛି କହିବାକୁ ଚାହୁଁନାହିଁ କାରଣ ତାଙ୍କ ଉପରେ ମୋର ଭରସା ନାହିଁ । ସୂଚନାଯୋଗ୍ୟ, ମଦନ ଶର୍ମା ହ୍ୱାଟସ୍ ଆପ୍‌ରେ ଏକ କାର୍ଟୁନ ଶେୟାର କରିବାକୁ ନେଇ ଶିବସେନା କର୍ମୀ ଖୁବ୍ ରାଗି ଯାଇଥିଲେ । ଆଉ ତାଙ୍କୁ ରାଜରାସ୍ତାରେ ମାରପିଟ କରିଥିଲେ । ତେବେ ଶବିସେନା କର୍ମୀଙ୍କ ଏଭଳି କାର୍ଯ୍ୟକୁ ଅନେକ ନିନ୍ଦା ମଧ୍ୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ପରାସ୍ତ ହେବାପରେ ପ୍ରଥମଥର ପାଇଁ ଜୁଲାଇ ୧୦ରେ ଆମେଠି ଯିବେ ରାହୁଲ

ନୂଆଦିଲ୍ଲୀ, ୮।୭:ଗତ ନିର୍ବାଚନରେ ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ପରାଜୟର ସ୍ବାଦ ଚାଖିଥିବା ରାହୁଲ ଗାନ୍ଧୀ ଜୁଲାଇ ୧୦ରେ ଆମେଠି ଯିବାର କାର୍ଯ୍ୟକ୍ରମ...

ପ୍ରେମିକଙ୍କ ସହ ଆତ୍ମହତ୍ୟା କଲେ ମହିଳା

ଲକ୍ଷ୍ନୌ,୨୭।୧: କାନପୁରର ଏକ ଜମିରେ ଥିବା ଆମ୍ବଗଛରେ ଆତ୍ମହତ୍ୟା କରିଛନ୍ତି ପ୍ରେମୀଯୁଗଳ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି...

ରେକର୍ଡ କଲା ଗୋଆ

ପାଣାଜୀ,୧୬।୨: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇଛି। ଟିକାକରଣ ଅଭିଯାନ ଯୋଗୁ ସଂକ୍ରମଣ କମିବାରେ ଲାଗିଛି। ଭାରତରେ ଚାଲିଥିବା ଟିକାକରଣ ଅଭିଯାନ ବିଷୟରେ...

ନଡ଼ା ନ ଜଳାଇବା ଚାଷୀଙ୍କୁ ସରକାର ଦେବେ ୨ହଜାର ୫ଶହ ଟଙ୍କା ପ୍ରୋତ୍ସାହନ ରାଶି

ଚଣ୍ଡିଗଡ଼,୧୪।୧୧: ନଡା ଜଳାଇବାକୁ ନେଇ ପଞ୍ଜାବ ସରକାର ଏବେ ଏକ ବଡ ପଦକ୍ଷେପ ନେଇଛନ୍ତି। ସୁପ୍ରିମକୋର୍ଟର ନିର୍ଦ୍ଦେଶ ପରେ ପଞ୍ଜାବ ସରକାର ଏବେ ନଡ଼ା ନ...

ଅକ୍ସିଜେନ୍‌ ଓ ମେଡିକାଲ କିଟ୍‌ ସହ ଯାତ୍ରା ମାର୍ଗରେ ମୁତୟନ ହେଲେ ଆଇଟିବିପିର ଯବାନ

ନୂଆଦିଲ୍ଲୀ,୧।୭: ମହାଦେବଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଆଇଟିବିପି ନିଜର ୫ହଜାରରୁ ଊର୍ଦ୍ଧ୍ୱ ଯବାନଙ୍କୁ ଅମରନାଥ ଯାତ୍ରା ମାର୍ଗରେ ମୁତୟନ କରିଛି।...

୪ ଏମ୍‌ପିଙ୍କୁ ପ୍ରାର୍ଥୀ କଲା ଭାଜପା

କୋଲକାତା,୧୪।୩: ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ରବିବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। କେନ୍ଦ୍ରମନ୍ତ୍ରୀ ବାବୁଲ୍‌ ସୁପ୍ରିୟୋଙ୍କ ସମେତ ୩...

ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ

ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ...

ଫେଲ୍‌ ମାରିଛି କେନ୍ଦ୍ରର ଶସ୍ୟ ବୀମା ଯୋଜନା: ଚାଷୀଙ୍କୁ ମିଳିନି ୫ ହଜାର କୋଟି

ନୂଆଦିଲ୍ଲୀ,୧୨ା୬: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ବିଫଳ ହୋଇଛି। ୨୦୧୮ ଡିସେମ୍ବରରେ ଖରିଫ ଋତୁ ଶେଷ ହୋଇଥିବାବେଳେ ଫସଲ ନଷ୍ଟ ହୋଇଥିବା...

Advertisement
Archives

Model This Week