Posted inଜାତୀୟ

ଗୁଜରାଟରେ ଭାଜପା ଆଗୁଆ, ହିମାଚଳପ୍ରଦେଶରେ କଂଗ୍ରେସ-ଭାଜପା କଡ଼ା ଟକ୍କର…

ଅମହଦାବାଦ/ଶିମଲା,୮।୧୨ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତିରେ ରାଜ୍ୟର ୧୮୨ ବିଧାନସଭା ଆସନ ମଧ୍ୟରୁ ୧୦୦ରେ ଭାଜପା ଆଗୁଆ ରହିଛି। ସେହିପରି ୨୪ରେ କଂଗ୍ରେସ ଏବଂ ଏଏପି ୩ରେ ଆଗୁଆ ରହିଛି।

ଅପରପକ୍ଷରେ ହିମାଚଳପ୍ରଦେଶର ୬୮ ବିଧାନସଭା ଆସନ ମଧ୍ୟରୁ ଭାଜପା ୧୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୧୪ ଆସନରେ ଆଗୁଆ ରହିଛି। ରାଜ୍ୟରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?