ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୦୧ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୬୦ରେ ଆଗୁଆ ରହିଛି। ସେହିପରି ଉତ୍ତରାଖଣ୍ଡରେ ଭାଜପା ୨୭ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୨୨ଟି ବିଧାନସଭା ଆସନରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୧୦ ଯାଏ ୧୪୪

ନୂଆଦିଲ୍ଲୀ,୧୫ା୧୦: ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ହିଂସାକାଣ୍ଡ ସୃଷ୍ଟି ହେବା ଆଶଙ୍କାରେ ଅଯୋଧ୍ୟାରେ ୧୪୪ ଧାରା...

ନଭେମ୍ବର ୨୯ ପୂର୍ବରୁ ଉପନିର୍ବାଚନ

ଭୁବନେଶ୍ୱର/ନୂଆଦିଲ୍ଲୀ, ୫।୯(ବ୍ୟୁରୋ): ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ...

ନଦୀକୁ ଡେଇଁ କାରରୁ ନବବିବାହିତଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ପାଲାମୁ (ଝାଡ଼ଖଣ୍ଡ), ୨୨।୬- ଝାଡ଼ଖଣ୍ଡରେ ନବବିବାହିତ ଦମ୍ପତ୍ତିଙ୍କୁ ନେଇ ଯାଉଥିବା ଏକ କାର୍‌ ନଦୀ ମଧ୍ୟକୁ ଖସି ପଡ଼ିଥିଲା। କାର୍‌ଟି ଅଧାବୁଡ଼ି ନଦୀର ପ୍ରଖର ସ୍ରୋତରେ...

ମଞ୍ଚ ଉପରେ ନେତାଜୀଙ୍କ ନାଁ ଭୁଲିଗଲେ ଭାଜପା ଏମ୍‌ପି

ଭୋପାଳ,୨୪ ।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା...

ଗୁପ୍‌ଚୁପ୍‌ରେ ଶୌଚାଳୟ ପାଣି: ଲୋକେ ଭାଙ୍ଗିଦେଲେ ଠେଲାଗାଡ଼ି

ମୁମ୍ବାଇ,୭।୧୧: ରାସ୍ତାକଡ଼ରେ ଗୁପ୍‌ଚୁପ୍‌ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। ତେବେ ମୁମ୍ବାଇର କୋହ୍ଲାପୁର ଅଞ୍ଚଳରେ ଲୋକଙ୍କୁ ପିଇବାକୁ ଦେଉଥିବା ଖଟାପାଣିରେ ଶୌଚାଳୟ ପାଣି ମିଶାଉଥିବା ଅଭିଯୋଗରେ...

ସିବଲଙ୍କ ଘରେ ବିରୋଧୀ ମେଳି

ନୂଆଦିଲ୍ଲୀ,୧୧ା୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ସୋମବାର ରାତିରେ ଆୟୋଜିତ ନୈଶଭୋଜିରେ ଅନେକ ବିରୋଧୀ ଦଳ ନେତା...

ଭାରତର ଭାକ୍ସିନ୍‌ ଆଶା

ନୂଆଦିଲ୍ଲୀ, ୨୦ା୧୧:କରୋନା ମହାମାରୀର ମୁକାବିଲା ଲାଗି ଟିକା ପ୍ରସ୍ତୁତିକୁ ନେଇ ବିଶ୍ୱବ୍ୟାପୀ ଚାଲିଥିବା ପ୍ରତିଯୋଗିତା ଏବେ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆମେରିକୀୟ କମ୍ପାନୀ ଫାଇଜର ଏବଂ...

କୃଷକ ଆନ୍ଦୋଳନକୁ ପୂରିଲା ୬ ମାସ: କଳା ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ/ଚଣ୍ଡିଗଡ଼, ୨୬।୫: ବିବାଦୀୟ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନ ଚଳାଇଥିବା ଆନ୍ଦୋଳନକୁ ବୁଧବାର ୬ ମାସ ପୂରିଛି। ଏହି ଅବସରରେ କୃଷକ...

Advertisement
Archives

Model This Week