ମୁଖ୍ୟମନ୍ତ୍ରୀଙ୍କୁ ଖୋଜି ବାହାରିଲା ଭାଜପା, ପଛରେ ବିଜେଡି; ନବୀନ ନିବାସ ଆଗରେ ସ୍ବାଗତ ପାଇଁ ଅପେକ୍ଷା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ବିଧାନସଭାରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ ସ୍ଥିତି ଲାଗି ରହିଥିବା ବେଳେ ଗୁରୁବାର ବାହାରେ ହାଇଡ୍ରାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଜିବା ପାଇଁ ନବୀନ ନିବାସକୁ ଭାଜପା ବିଧାୟକମାନେ ଶୋଭାଯାତ୍ରାରେ ବାହାରିଛନ୍ତି। ଅପରପକ୍ଷେ ବିଜେଡି ବିଧାୟକମାନେ ତାଙ୍କ ପଛରେ ଆସୁଥିବା ବେଳେ ଭାଜପା ନେତାଙ୍କୁ ପାଛୋଟି ନେଉଥିବା କହିଛନ୍ତି। ସେହିଭଳି ନବୀନ ନିବାସରେ ବିଜୁ ଯୁବ, ଛାତ୍ର ଏବଂ ମହିଳା ସଦସ୍ୟମାନେ ଏକାଠି ହୋଇ ବିଧାୟକମାନଙ୍କୁ ସ୍ବାଗତ କରିବାକୁ ଛିଡ଼ା ହୋଇ ରହିଥିବା ଦେଖାଯାଇଛି। ଏହାକୁ ନେଇ ଗୃହ ବାହାରେ ଶାସକ-ବିରୋଧୀଙ୍କ ମଧ୍ୟରେ ଏକପ୍ରକାର ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri