ଜଣେ ଯୁବ ସଂଗଠକଙ୍କୁ ହରାଇଲା ଭାଜପା

କୋକସରା,୨।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଭାଜପା କୋକସରା ମଣ୍ଡଳର ଯୁବ ମୋର୍ଚ୍ଚା ସଭାପତି ବିନୋଦ ନାଏକଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ କଳାହାଣ୍ଡି ଭାଜପା କର୍ମକର୍ତ୍ତା ଶୋକ ବ୍ୟକ୍ତ କରିଛନ୍ତି । ବିନୋଦ ଜଣେ ଯୁବ ସଂଗଠକ ଭାବେ କୋକସରା ମଣ୍ଡଳରେ ଭାଜପାକୁ ତୃଣମୂଳସ୍ତରରେ ସଂଗଠିତ କରିବାକୁ ପ୍ରୟାସ ଜାରି ରଖିଥିଲେ। କର୍କଟ ରୋଗରେ ପୀଡିତ ଥିବା ବିନୋଦଙ୍କ ବିୟୋଗରେ ସାଥୀ ଓ ପରିଜନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।

ତାଙ୍କ ମୃତ୍ୟୁରେ କଳାହାଣ୍ଡି ଭାଜପା ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି, ଜିଲା ସାଧାରଣ ସମ୍ପାଦକ ସୁଧୀର ରଞ୍ଜନ ପାଟ୍ଟଯୋଷୀ, ଏମ୍‌ପିଙ୍କ ପ୍ରତିନିଧି ସୁଧୀର କୁମାର ପାତ୍ରଙ୍କ ସମେତ ଭାଜପା କର୍ମକର୍ତ୍ତା ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ବୈଜ୍ଞାନିକଙ୍କୁ ଆନ୍ତର୍ଜାତିକ ପୁରସ୍କାର

ବାଲିକୁଦା,୧୦।୩(ସ୍ବ.ପ୍ର.):ଭାବା ପରମାଣୁ ଗବେଷଣା କେନ୍ଦ୍ର, ମୁମ୍ବାଇରେ କାର୍ଯ୍ୟରତ ଓଡ଼ିଆ ମହିଳା ବୈଜ୍ଞାନିକ ଡ. ଜ୍ୟୋତିର୍ମୟୀ ମହାନ୍ତି ୨୦୨୩ ମସିହାର ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର (ଆଇୟୁପିଏସି ଡିଷ୍ଟିଂଉଇସ୍‌...

ନାବାଳିକାଙ୍କୁ ଗଣବଳାତ୍କାର, ୩ ଗିରଫ

ବାରିପଦା ଅଫିସ,୧୩ା୫- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ମଧୁବନ ପଡ଼ିଆ ନିକଟସ୍ଥ ଏକ ଗ୍ୟାରେଜରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ପୋଲିସ...

ବାଣ ଫୁଟାକୁ ନେଇ ଗଣ୍ଡଗୋଳ, ଜଣେ ଗିରଫ

ବୁଗୁଡ଼ା,୩ା୧୧(ଡି.ଏନ.ଏ.): ବୁଗୁଡ଼ା ଥାନା ଚିଲିଖମାରେ ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀଙ୍କୁ ଠେଲାପେଲା, ଟଣାଓଟରା ଓ ଧମକ ଦେବା ଅଭିଯୋଗରେ ବୁଗୁଡ଼ା ପୋଲିସ ଶନିବାର ଜଣଙ୍କୁ...

ବିପଦସଙ୍କୁଳ ଅବସ୍ଥାରେ ପ୍ରାଚୀନ କୁଶଭଦ୍ରା ସେତୁ

ନିମାପଡ଼ା,୧୨।୭(ଡି.ଏନ୍‌.ଏ.):ନିମାପଡ଼ା ଦୋଳବେଦୀ ଛକଠାରେ କୁଶଭଦ୍ରା ନଦୀ ଉପରେ ଥିବା କୁଶଭଦ୍ରା ସେତୁଟି ଏବେ ବିପଦସଙ୍କୁଳ, ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ପୂର୍ତ୍ତ ବିଭାଗର ରକ୍ଷଣାବେକ୍ଷଣ ଅଭାବରୁ ଶହ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ

ଲଖନପୁର,୪।୮(ଡି.ଏନ୍‌.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍‌ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍‌, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା...

ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ

ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର...

ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ...

ବନ୍ଧୁ ହେବ ତ ଏମିତି

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ),୨୨।୨: ଜୀବନରେ ବନ୍ଧୁର ସ୍ଥାନ ସ୍ବତନ୍ତ୍ର। ବନ୍ଧୁତ୍ୱ ଆଗରେ ଧନସମ୍ପତ୍ତି, ପଦପଦବୀ, ଉଚ୍ଚନୀଚ, ଜାତିଅଜାତିର କିଛି ମୂଲ୍ୟନାହିଁ। ବନ୍ଧୁଙ୍କ ଆଗରେ ସବୁକଥା କହି...

Advertisement
Archives

Model This Week