Posted inଜାତୀୟ

କସବାପେଠରେ ୨୭ ବର୍ଷ ପରେ ହାରିଲା ଭାଜପା…

ମୁମ୍ବାଇ: ମହାରାଷ୍ଟ୍ରର ପୁଣେର କସବାପେଠ ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ-ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜିତିଛନ୍ତି। ଏଠାରେ ଭାଜପାର ହେମନ୍ତ ରସାନେ ଏବଂ ମହା ବିକାଶ ଆଘାଡିର ରବିନ୍ଦ୍ର ଧନଗେକରଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିଲା। ତେବେ କଂଗ୍ରେସ ପ୍ରାର୍ଥୀ ରବିନ୍ଦ୍ର ଧାଙ୍ଗେକର ଏହି ଆସନରୁ ଜିତିଛନ୍ତି। ୧୯୯୫ ପରେ ୨୭ ବର୍ଷ ପରେ ପ୍ରଥମ ଥର ପାଇଁ ଭାଜପା ଏହି ଆସନରେ ନିର୍ବାଚନରେ ହାରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?