ଭାଜପାର ମଣ୍ଡଳସରୀୟ କର୍ମଶାଳା: କେନ୍ଦ୍ର-ରାଜ୍ୟ ସରକାରଙ୍କ ସଫଳତା ନେଇ ଆଲୋଚନା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୧ା୬(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପ୍ରାଙ୍ଗଣରେ ଭାଜପାର ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ବ୍ରାହ୍ମଣୀଗାଁ ମଣ୍ଡଳର ସଭାପତି ଗଣେଶ ଡାକୁଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଦଳର ଜିଲା ସଭାପତି ପଣ୍ଡିତ ବିଶିମାଝୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ ଜିଲାର ଭାଜପା ଦଳର ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ, କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦାରିଙ୍ଗବାଡ଼ି ପ୍ରତିନିଧି ବିଷ୍ଣୁଚରଣ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ, ପୂର୍ବତନ ମଣ୍ଡଳ ସଭାପତି ଦିବ୍ୟସିଂ ପାତ୍ର, ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ପାତ୍ର, ପ୍ରଭାକର ବିଶୋଇ,ଫିଲି ବେହେରା ପାତ୍ର, ଦୀନବନ୍ଧୁ ବେହେରା ଦଳାଇ, ଶିଶିର ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ କାର୍ଯ୍ୟକ୍ରମକୁ ଶ୍ୟାମ ମହାଙ୍କୁଡ଼ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଦଳକୁ କିଭଳି ଆହୁରି ମଜବୁତ କରିବା ସେନେଇ ଆଲୋଚନା କରାଯାଇଥିଲା।

ସେହିପରି କେନ୍ଦ୍ର ସରକାରଙ୍କ ୧୧ ଓ ରାଜ୍ୟର ୧ ବର୍ଷର ସଫଳତା ସମ୍ପର୍କରେ ଆଲୋଚନା କରାଯାଇଥିଲା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ସହିତ ବିଭିନ୍ନ ଯୋଜନା କିଭଳି ସଫଳତାର ସହ ଲୋକଙ୍କ ନିକଟରେ ଉପଲବବ୍ଧ ହେଉଛି ସେ ସମ୍ପର୍କରେ ଜିଲା ସଭାପତି ଓ ଅନ୍ୟ କର୍ମକର୍ତ୍ତା କହିଥିଲେ। ସେହିପରି ଭାରତ ପ୍ରତିରକ୍ଷା କ୍ଷେତ୍ର ସମେତ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନର ବିକାଶ ହୋଇପାରିଛି ବୋଲି କୁହାଯାଇଥିଲା। ଅପରେଶନ ସିନ୍ଦୂର ଭଳି ପଦକ୍ଷେପ ନେଇ ଭାରତ ସରକାର ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା କୁହାଯାଇଥିଲା। ଭାଜପାର ଜିଲା ସଭାପତି ପଣ୍ଡିତ ବିଶିମାଝୀ ଦାୟିତ୍ୱ ନେବା ପରେ ଏହା ତାଙ୍କର ବ୍ରାହ୍ମଣୀଗାଁ ପ୍ରଥମ ଗସ୍ତ ଥିବାରୁ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri