Posted inଜାତୀୟ

ଭାଜପା ମମତାଙ୍କୁ ହତ୍ୟା କରିପାରେ: ଟିଏମ୍‌ସି

ଭାଙ୍ଗର୍‌,୧୪।୧୨: ଭାଜପା ନିର୍ବାଚନ ଜିତିବାରେ ବିଫଳ ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିପାରେ ବୋଲି ବରିଷ୍ଠ ଟିଏମ୍‌ସି ନେତା ସୁବ୍ରତ ମୁଖାର୍ଜୀ ଅଭିଯୋଗ କରିଛନ୍ତି। ଅପରାଧ ଘଟାଇବା ପାଇଁ ଗୈରିକ ଦଳ ଲୋକଙ୍କୁ ଭଡ଼ାରେ ଆଣି ଦୋଷ ଅନ୍ୟ ମୁଣ୍ଡରେ ଲଦୁଥିବା ସେ କହିଛନ୍ତି। ଭାଜପା ମମତାଙ୍କର କୌଣସି କ୍ଷତି କରିବାକୁ ଉଦ୍ୟମ କଲେ ଆମେ ରକ୍ତ ଦେଇ ତାକୁ ରୋକିବୁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ଥିବା ମୁଖାର୍ଜୀ କହିଛନ୍ତି। ବାହାରୁ ଲୋକ ଆଣି ଭାଜପା ପଶ୍ଚିମବଙ୍ଗରେ ଅସ୍ଥିରତା ସୃଷ୍ଟି ଲାଗି ଉଦ୍ୟମ କରୁଛି। ସେମାନଙ୍କ ଉଦ୍ୟମକୁ ସଫଳ ହେବାକୁ ଦିଆଯିବ ନାହିଁ। ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗାଡ଼ି ଉପରେ ଢେଲାମାଡ଼ ପାଇଁ ତାଙ୍କ ଦଳ ହିଁ ଲୋକଙ୍କୁ ନିୟୋଜିତ କରିଥିଲା। ତଦନ୍ତରୁ ଏହା ଜଣାପଡ଼ିଥିବା ଟିଏମ୍‌ସି ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଯୋଗୁ ୨ହଜାର ଟଙ୍କିଆ ଧୋଇ, ସାନିଟାଇଜ କରି ନଷ୍ଟ ହେଲା ୧୭ କୋଟି ନୋଟ

ନୂଆଦିଲ୍ଲୀ,୨୯।୮: କରୋନା ପାଇଁ ଅନେକ ଗୁଡିଏ ଜିନିଷ ନଷ୍ଟ ହୋଇଥିବା ଦେଖାଯାଇଛି। ଲୋକେ ବ୍ୟବସାୟ, ପରିବହନ, ରୋଜଗାର ସବୁଥିରେ କ୍ଷତି ସହିଛନ୍ତି। ଏମିତିକି କରୋନା ସଂକ୍ରମଣକୁ...

ଚଳନ୍ତା ଟ୍ରେନରେ ଫସିଯାଇଥିବା ଯାତ୍ରୀଙ୍କ ଜୀବନ ବଞ୍ଚାଇଲେ କନଷ୍ଟେବଳ

ହାଇଦ୍ରାବାଦ,୩୦।୮: ହାଇଦ୍ରାବାଦର ଏକ ରେଳ ଷ୍ଟେଶନରେ ଚକିତ କରିଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ଯାତ୍ରୀ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଟ୍ରେନ...

ଭୀମା କୋରେଗାଓଁ ହିଂସା ମାମଲା: ହାଇକୋର୍ଟରେ କ୍ଷମା ମାଗିଲେ ବିବେକ ଅଗ୍ନିହୋତ୍ରୀ

ନୂଆଦିଲ୍ଲୀ,୬।୧୨: ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ତାଙ୍କର ୨୦୧୮ର ଅଭିଯୋଗ ପାଇଁ ଦିଲ୍ଲୀ ହାଇକୋର୍ଟରେ ନିଃସର୍ତ୍ତରେ କ୍ଷମା ପ୍ରାର୍ଥନା କରିଛନ୍ତି। ଭୀମା କୋରେଗାଓଁ...

ରାଜଧାନୀରୁ ଦୂର ହେବ ଭାକ୍ସିନ ସଙ୍କଟ

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଛି। କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। ଗତ କିଛି ଦିନ ତଳେ...

କୁଲଗାମ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ, ୩ ଯବାନ ଆହତ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ୩ଜଣ ଯବାନ...

କମ୍ପାନୀଠାରୁ ରେମେଡେସିଭିର କିଣିବେ ରାଜ୍ୟ ସରକାର

ନୂଆଦିଲ୍ଲୀ,୨୯।୫: କେନ୍ଦ୍ର ସରକାର ଏଣିକି ରାଜ୍ୟ ସରକାରଙ୍କୁ ରେମେଡେସିଭିର ଇଞ୍ଜେକ୍ସନ ଯୋଗାଇଦେବେ ନାହିଁ। ରେମେଡେସିଭିର ଇଞ୍ଜେକ୍ସନ ପାଇଁ ରାଜ୍ୟ ସରକାର ସିଧାସଳଖ କମ୍ପାନୀ ସହ ଯୋଗାଯୋଗ...

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ...

ଭାଜପା ସରକାରକୁ ଟାର୍ଗେଟ କଲା ଶିବସେନା: ଅହମଦାବାଦରେ ନମସ୍ତେ, ଦିଲ୍ଲୀରେ ହିଂସା

ମୁମ୍ବାଇ,୨୬।୨: ଦିଲ୍ଲୀରେ ଜାରି ରହିଥିବା ହିଂସା ନେଇ ଶିବସେନା ଭାଜପା ସରକାରକୁ ଟାର୍ଗେଟ କରାଯାଇଛି। ଅହମଦାବାଦରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକରି ଭାଜପା ସରକାର ବାହାବା ନେବାକୁ...

Advertisement
Archives

Model This Week