Posted inଜାତୀୟ

ହୃଦଘାତରେ ବିଧାୟକଙ୍କ ପରଲୋକ

ଲକ୍ଷ୍ନୌ,୬।୯: ଉତ୍ତରପ୍ରଦେଶର ଗୋଲା ବିଧାନସଭାର ପାଞ୍ଚ ଥରର ବିଧାୟକ ଅରବିନ୍ଦ ଗିରିଙ୍କ ହୃଦଘାତରେ ମଙ୍ଗଳବାର ସକାଳୁ ପରଲୋକ ଘଟିଛି। ଅରବିନ୍ଦ ବର୍ତ୍ତମାନ ଭାଜପାର ବିଧାୟକ ଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ମୃତ୍ୟୁରେ ସମବେଦନା ଜଣାଇଛନ୍ତି।
ସୂଚନାଯୋଗ୍ୟ, ଅରବିନ୍ଦ ଗିରି ଗତ କିଛି ଦିନ ହେବ ଅସୁସ୍ଥ ଥିଲେ। ମଙ୍ଗଳବାର ସକାଳେ ସେ ଏକ ମିଟିଂରେ ଯୋଗ ଦେବା ପାଇଁ ଲକ୍ଷ୍ନୌ ଯାଉଥିଲେ। କାର୍‌ରେ ଯାଉଥିବାବେଳେ ତାଙ୍କର ହୃଦଘାତ ହୋଇଥିଲା। ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ନୁହେଁ ପୋଷା କୁକୁର ହେଲା ଉତ୍ତରାଧିକାରୀ

ଭୋପାଳ,୩୧।୧୨: ପିତାଙ୍କ ଅନ୍ତେ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ଝିଅ-ପୁଅଙ୍କୁ ବିବେଚିତ କରାଯାଇଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ଚାଷୀ ମୃତ୍ୟୁ ପରେ ତାଙ୍କର ସମସ୍ତ ସମ୍ପତ୍ତିର...

ଟିଆର୍‌ପି ଦୁର୍ନୀତି: ୧୨ ସପ୍ତାହ ପାଇଁ ରେଟିଙ୍ଗ୍ସ୍‌ ଜାରି ବନ୍ଦ କଲା ବାର୍କ

ନୂଆଦିଲ୍ଲୀ, ୧୫।୧୦: ଟିଆର୍‌ପି ଦୁର୍ନୀତି ନେଇ ଦେଶରେ ଛକାପଞ୍ଝା ଜାରି ରହିଛି। ଏପରିସ୍ଥଳେ ବ୍ରୋଡ୍‌କାଷ୍ଟ୍‌ ଅଡିଆନ୍ସ୍‌ ରିସର୍ଚ୍ଚ କାଉନସିଲ୍‌(ବାର୍କ) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି।...

ଭାଲେଣ୍ଟାଇନ୍ସ୍‌ ଡେ’ରେ ‘ ବୟଫ୍ରେଣ୍ଡ୍‌ ଅନ୍‌ ରେଣ୍ଟ୍‌’ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ…

ଦରଭଙ୍ଗା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବାଳକ ଏକ ପୋଷ୍ଟର ମାଧ୍ୟମରେ...

‘ଚନ୍ଦ୍ରଯାନ-୨’ର ପ୍ରଥମ ଚିତ୍ର ଜାରି କଲା ଇସ୍ରୋ

ହାଇଦ୍ରାବାଦ୍‌, ୧୨।୬: ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ପ୍ରସ୍ତୁତି ଚଳାଇଛି ଭାରତ। ଆସନ୍ତା ୯ରୁ ୧୬ ତାରିଖ ମଧ୍ୟରେ ଇସ୍ରୋ ଚନ୍ଦ୍ରକୁ...

ବିଶ୍ୱର ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମୋଦି,ମମତା, ପୁନାୱାଲା

ନୂଆଦିଲ୍ଲୀ,୧୬ ।୯: ଟାଇମ୍ ମାଗାଜିନର ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

ଦିଲ୍ଲୀ-ୟୁପି-ହରିୟାଣାରେ ଆସିବ ଚତୁର୍ଥ ଲହର, ୪ ମାସ ଧରି ରଚିବ ତାଣ୍ଡବ…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଅକ୍ଟୋବରରେ ଆସିବ ତୃତୀୟ ଲହର!

ନୂଆଦିଲ୍ଲୀ,୨୩।୮: ନିକଟରେ କରୋନା ସଂକ୍ରମଣ ବୃଦ୍ଧି ହେବା ସମ୍ପର୍କରେ ନୀତି ଆୟୋଗ ଚେତାବନୀ ଦେଇଛି। ଏହା ସହିତ ଏବେ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶରେ ଗଠିତ ନ୍ୟାସନାଲ...

ମେଘାଳୟରେ କଂଗ୍ରେସ ଉପରେ ମମତାଙ୍କ ମେଗା ଷ୍ଟ୍ରାଇକ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୧୨ ବିଧାୟକ ଟିଏମ୍‌ସିରେ ସାମିଲ

ଆଇଜଲ,୨୫ ।୧୧: ଦେଶରେ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଧକ୍କା ଲାଗୁଛି । ଏବେ ମେଘାଳୟ କଂଗ୍ରେସର ୧୭ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ତୃଣମୂଳ...

Advertisement
Archives

Model This Week