Posted inଜାତୀୟ

ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଭାଜପା ବିଧାୟକ

ହାଇଦ୍ରାବାଦ୍‌,୨୩।୮: ନିଲମ୍ବିତ ଭାଜପା ମୁଖପାତ୍ର ନୁପୁର ଶର୍ମା ମାମଲା ଏପର୍ଯ୍ୟନ୍ତ ଥମି ନ ଥିବାବେଳେ ତେଲେଙ୍ଗାନାରେ ଭାଜପା ବିଧାୟକ ଟି ରାଜା ସିଂ ଫ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଅଭିଯୋଗ ହୋଇଛି ଯେ, ବିଧାୟକ ମହମ୍ମଦଙ୍କ ବିଷୟରେ ଅପମାନଜନକ ଶବ୍ଦର ପ୍ରୟୋଗ କରିଛନ୍ତି। ବିଳମ୍ବିତ ରାତିରେ ବହୁ ସଂଖ୍ୟାରେ ଲୋକ ଭାଜପା ବିଧାୟକଙ୍କ ବିରୋଧରେ ପ୍ରଦର୍ଶନ କରି ତାଙ୍କୁ ଗିରଫ କରିବାକୁ ଦାବି କରିଥିଲେ। ପୋଲିସ କହିଛି ଯେ, ମହମ୍ମଦଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଟି ରାଜା ସିଂଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
ନିକଟରେ ଟି ରାଜା ସିଂ ସୋସିଆଲ ମିଡିଆରେ ଏକ ଭିଡିଓ ଅପଲୋଡ କରିଥିଲେ। ଏହି ଭିଡିଓରେ ସେ ମହମ୍ମଦ ମହମ୍ମଦଙ୍କ ବିଷୟରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ଲୋକମାନେ ବିଳମ୍ବିତ ରାତିରେ ଦାବିରପୁରା, ଭବାନୀନଗର, ମିଚୌକ, ରେନବାଜାର ପୋଲିସ ଷ୍ଟେଶନରେ ଘେରାଉ କରିଥିଳେ।
ଏହାପୂର୍ବରୁ ଟି ରାଜା ସିଂ ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ମଧ୍ୟ ଧମକ ଦେଇଥିଲେ। ସେ ତାଙ୍କ ଶୋ’ ବାତିଲ କରିବାକୁ ମଧ୍ୟ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ଦେଶବାସୀଙ୍କୁ ବଡ ଉପହାର ଦେଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୮: ଆଉ ମାତ୍ର କେଇ ଘଣ୍ଟା ପରେ ଦେଶ ପାଳିବ ସ୍ବାଧିନତା ଦିବସ। ଏହି ଦିବସରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନକୁ ନେଇ ଏବେ ବିଭିନ୍ନ ପ୍ରକାର ଆଲୋଚନା...

ଗମ୍ଭୀର ଅବପାତ ରୂପ ନେଲା ‘ତାଉକ୍ତାଏ’: ଏପର୍ଯ୍ୟନ୍ତ ଗଲାଣି ୮ ଜୀବନ

ଥିରୁଭାନନ୍ତପୁରମ୍‌,୧୭।୫: ଆରବ ମହାସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ‘ତାଉକ୍ତାଏ’ ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହୋଇଛି। ଏବେ ଏହା କେରଳରେ ଏହାର ରୂପ ଦେଖାଇବା...

ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି...

ବିହାରରେ ଭୀଷଣ ଗରମ: ଗୋଟିଏ ଦିନରେ ଗଲା ୧୧୨ଜଣଙ୍କ ଜୀବନ

ପାଟନା, ୧୭।୬: ପ୍ରଚଣ୍ଡ ଖରାରେ ଆଉଟୁ ପାଉଟୁ ହେଉଛି ବିହାର। ରବିବାର ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭୀଷଣ ଗରମ ଯୋଗୁ ୧୧୨ ଜଣଙ୍କର ମୃତ୍ୟୁ...

ବେଙ୍ଗାଲୁରୁରେ ପହଞ୍ଚିଲା ନବୀନଙ୍କ ମୃତ ଶରୀର

ବେଙ୍ଗାଲୁରୁ,୨୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୫ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ...

ବଳାତ୍କାର ଉଦ୍ୟମ ପଡ଼ିଲା ମହଙ୍ଗା

ପ୍ରୟାଗରାଜ,୨୫।୬: ଉତ୍ତରପ୍ରଦେଶ ପ୍ରୟାଗରାଜରେ ଦିନକୁ ଦିନ ବଳାତ୍କାର ମାମଲା ବଢ଼ିବାରେ ଲାଗିଛି। ଏହାରି ଭିତରେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଖିରି ଥାନା ଅନ୍ତର୍ଗତ...

୨୦ରେ ହେବ ପବନଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୧୮।୧: ନିର୍ଭୟା ଗଣବଳାତ୍କାରର ଅନ୍ୟତମ ଦୋଷୀ ପବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ ଏହାର ଶୁଣାଣି ଆସନ୍ତା...

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...

Advertisement
Archives

Model This Week