ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ

ଭୁବନେଶ୍ୱର,୨୮।୫, EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ ନେଇ ସାଂଘାତିକ ସତ ଜଣାପଡିଛି।

ପ୍ରଶାନ୍ତ ଜଗଦ୍ଦେବ କାଉଁରିପାଟଣା ବୁଥରେ ଭୋଟ ଦେଉଥିବା ବେଳର ସିସିଟିଭି ଫୁଟେଜ ଆସିଛି । ଏହି ଫୁଟେଜକୁ ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ । ଫୁଟେଜରେ ସ୍ପଷ୍ଟ ଭାବେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦେଖାଯାଉଛନ୍ତି । ହେଲେ ଇଭିଏମ ଭାଙ୍ଗିବା ନେଇ ଫୁଟେଜରେ କୌଣସି ସ୍ପଷ୍ଟ ଦୃଶ୍ୟ ନାହିଁ । ଯେତେବେଳେ ଇଭିଏମ ଭାଙ୍ଗିବା ଶବ୍ଦ ଶୁଣାଯାଉଛି ସେତେ ବେଳେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦୂରରେ ଛିଡା ହୋଇଥିବା ଦେଖିବାକୁ ମିଳିଛି ।

ସୂଚନାଥାଉ କି, ଗତ ୨୫ ତାରିଖରେ ମତଦାନ ବେଳେ ବେଗୁନିଆ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗିବା ଅଭିଯୋଗ ମାମଲାରେ ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରିଛି । ଅନ୍ୟପଟେ ବିଧାୟକଙ୍କ ଗିରଫ ମାମଲାରେ ଏସପି ନିଜର ପ୍ରତିକ୍ରିୟା ରଖିଛନ୍ତି । ସିସିଟିଭି ଫୁଟେଜ ହସ୍ତଗତ ହୋଇ ନ ଥିବା ଏସପି କହିଛନ୍ତିି । ସେ କହିଛନ୍ତି, ଫୁଟେଜ ପାଇଁ ଜିଲା ନିର୍ବାଚନ ଅଧିକାରୀଙ୍କୁ ଆବେଦନ କରାଯାଇଛି । ଏମପି ଅପରାଜିତାଙ୍କ ଭଡିଓି ହସ୍ତଗତ ସମ୍ପର୍କରେ ଜାଣିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri