Posted inରାଜ୍ୟ

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁର୍ନବିଚାର କରିବା ପାଇଁ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ଭାଜପା ବିଧାୟକମାନେ ପ୍ରସ୍ତାବ ଦେଇଛନ୍ତି ।

କହିରଖୁଛୁକି, ଓଡ଼ିଶାରେ ବିଧାୟକଙ୍କ ଦରମା ୩ଗୁଣ ବୃଦ୍ଧିକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ପ୍ରସଙ୍ଗକୁ ନେଇ ଅନେକ ମହଲରେ ଅସନ୍ତୋଷ ଦେଖାଯିବା ପରେ ଭାଜପା ବିଧାୟକମାନେ ଏହା ଉପରେ ପୁର୍ନବିଚାର କରିବା ପାଇଁ ଦାବି କରିଛନ୍ତି।

କହିରଖୁଛୁକି, ଶୀତକାଳୀନ ଅଧିବେଶନ ସମୟରେ ବିଧାୟକଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ପାରିତ ହୋଇଥିଲା । ଭତ୍ତା ୧ ଲକ୍ଷରୁ ୩ ଲକ୍ଷ ୪୫ ହଜାରକୁ ବୃଦ୍ଧି ପାଇଥିଲା । ଦରମା ୩ ଗୁଣ ବୃଦ୍ଧି ପାଇବା ପରେ ଚର୍ଚ୍ଚା ବଢ଼ିଥିଲା । ପ୍ରଥମେ ପୂର୍ବତନ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବାକୁ ମନା କରିଦେଇଥିବା ବେଳେ ଏବେ ବିଜେପି ବିଧାୟକଙ୍କ ଦାବିର ପ୍ରଭାବ କଣ ପଡୁଛି ତାହା ଦେଖିବାକୁ ବାକି ରହିଥିଲା । ଏହାରି ଭିତରେ ସରକାର ପୁଣି ବିଧାୟକଙ୍କ ଦରମା କମାଇଦେବେ ବୋଲି ପୁଣି ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri