୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ ମୁହୂର୍ତ୍ତରେ ଲୋକଙ୍କ ସହ ଯୋଡିହେବା ଓ ଗାଁ ଗାଁରେ ଶକ୍ତିକେନ୍ଦ୍ର ଗୁଡିକରେ ଲୋକଙ୍କୁ ଏକାଠି କରି ସେମାନଙ୍କ ମୌଳିକ ସମସ୍ୟା ଓ ଗାଁର ବିକାଶ ପାଇଁ ଆଲୋଚନା କରୁଛନ୍ତି । ନୂତନ ସଦସ୍ୟଙ୍କୁ ନିଜ ଦଳରେ ସାମିଲ କରେଇବା ଭଳି କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି ।

ଏହି କ୍ରମରେ ଜିଲାର ଓ ଦାରିଙ୍ଗବାଡି ବ୍ଲକର ଶେଷ ସୀମା ଯେଉଁଠି ୩ ଜିଲା ତଥା କନ୍ଧମାଳ, ଗଞ୍ଜାମ ଓ ଗଜପତି ସୀମାରେ ରହିଥିବା ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତର ଦୁର୍ଗମ ତିଆରିଗାଁରେ ଭାଜପାର ଫୁଲବାଣୀ ବିଧାୟକ ଉମା ଚରଣ ମଲିକ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପୌରାଣିକ ନାଟକ ରାମାୟଣ ମଞ୍ଚକୁ ଉଦଘାଟନ କରିଛନ୍ତି । ତାଙ୍କ ସହ ଅନ୍ୟ ଅତିଥିଙ୍କ ମଧ୍ୟରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ଦଳର ଜିଲା ସଭାପତି ପଣ୍ଡିତ ବିଶିମାଝି, ଜିଲା ସାଧାରଣ ସମ୍ପାଦକ ସୁକାନ୍ତ ସାହୁଙ୍କ ସମେତ ଅନ୍ୟ ମଣ୍ଡଳ କର୍ମକର୍ତ୍ତା ପହଞ୍ଚି ଉକ୍ତ ଉଦଘାଟନୀ ଉତ୍ସବକୁ ପ୍ରୋତ୍ସାହନ କରିଥିଲେ । ଏହି ଦୁର୍ଗମ ତିଆରିଗାଁରେ ପୂର୍ବରୁ କୌଣସି ନେତା ମନ୍ତ୍ରୀଙ୍କ ପାଦ ପଡୁନଥିବା ବେଳେ ଏବେ ଭାଜପା ଜିଲା ଓ ବ୍ଲକର ଶେଷ ସୀମାରୁ ନିଜ ଅକ୍ତିଆର ଓ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରଣନୀତି ପ୍ରସ୍ତୁତ କରୁଥିବା ଆଲୋଚନା ଜୋର ଧରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

୮୭ବର୍ଷ ବୟସରେ ଈଶ୍ୱର ଚନ୍ଦ୍ରଙ୍କ ଦେହାନ୍ତ, ୭ଘଣ୍ଟା ପାଟଣାବଜାର ବନ୍ଦ

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଂଚାୟତ ଶିବ ନାରାୟଣ ପୁର ଶାସନର ବର୍ଷୀୟାନ ସାମାଜିକ କର୍ମୀ, ସଂଗଠକ ଈଶ୍ୱର ଚନ୍ଦ୍ର ଦାଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri