Advertisement
Posted inଜାତୀୟ

ପୁଣି ଭାଜପାକୁ ବଡ଼ ଝଟ୍‌କା

କୋଲକତା,୨୭।୧୦: ପଶ୍ଚିମବଙ୍ଗରେ ଭାଜପାକୁ ପୁଣି ଏକ ଝଟ୍‌କା ଲାଗିଛି। ବୁଧବାର ଅନ୍ୟ ଜଣେ ଭାଜପା ବିଧାୟକ ଦଳ ଛାଡି ଟିଏମସିରେ ଯୋଗ ଦେଇଛନ୍ତି। ଚଳିତ ମାସ ଆରମ୍ଭରେ ଭାଜପାରୁ ଇସ୍ତଫା ଦେଇଥିବା ବିଧାୟକ କୃଷ୍ଣ କଲ୍ୟାଣୀ ଆଜି ଟିଏମସିରେ ଯୋଗ ଦେଇଛନ୍ତି। ସେ ମମତା ସରକାରରେ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଉପସ୍ଥିତିରେ ଟିଏମସିରେ ଯୋଗ ଦେଇଥିଲେ।
ରାଇଗଞ୍ଜ ଭାଜପା ବିଧାୟକ କୃଷ୍ଣ କଲ୍ୟାଣୀ ଅକ୍ଟୋବର ୧ରେ ଦଳରୁ ଇସ୍ତଫା ଦେଇଥିଲେ। ଏହାର ଗୋଟିଏ ଦିନ ପୂର୍ବରୁ କୃଷ୍ଣ କଲ୍ୟାଣୀଙ୍କୁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। ରାଇଗଞ୍ଜରେ ଭାଜପେ ଏମ୍‌ପି ଦେବଶ୍ରୀ ଚୌଧୁରୀଙ୍କ ବିରୋଧରେ ତାଙ୍କ ବକ୍ତବ୍ୟ ପରେ ଏହି ନୋଟିସ ତାଙ୍କୁ ପଠାଯାଇଛି। କିନ୍ତୁ ପରଦିନ କୃଷ୍ଣ କଲ୍ୟାଣୀ ନିଜେ ଇସ୍ତଫା ଦେଇଥିଲେ। ଏହି ସମୟରେ ସେ କହିଥିଲେ, ଯେଉଁ ଦଳରେ ଦେବଶ୍ରୀ ଚୌଧୁରୀ ଏମ୍‌ପି ଅଛନ୍ତି, ମୁଁ ସେଠାରେ ରହିପାରିବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଅଗ୍ନିପଥ ଯୋଜନା ବିରୋଧରେ ହୋଇଥିବା ସମସ୍ତ ଆବେଦନର ଶୁଣାଣି କରିବେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୭: ‘ଅଗ୍ନିପଥ’ ଯୋଜନା ବିରୋଧରେ ସାରା ଦେଶରେ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି...

ଘରୋଇ ଡାକ୍ତରଖାନାର ଲାଇସେନ୍ସ ହେବ ରଦ୍ଦ!

ବେଙ୍ଗାଲୁରୁ,୧୩।୭: ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ କିଛି ରାଜ୍ୟରେ ଏମାନଙ୍କ ଚିକିତ୍ସା ପାଇଁ ବେଡ୍‌ କମ୍‌ ଥିବା ପରିଲକ୍ଷିତ...

ତଦନ୍ତ ପାଇଁ କମିଶନ ଗଠିତ

ଲକ୍ଷ୍ନୌ,୧୩।୭: ଏନ୍‌କାଉଣ୍ଟରରେ ପୋଲିସ ଗୁଳିର ଶିକାର ହୋଇ ପ୍ରାଣ ହରାଇଥିବା ଉତ୍ତରପ୍ରଦେଶ କାନପୁରର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେ ଘଟଣାର ତଦନ୍ତ କରାଯିବ। ଜଣିକିଆ କମିଶନ ଏହାର...

ମୋଦିଙ୍କ ସେନା ପୋଷାକକୁ ନେଇ ପ୍ରଶ୍ନ ଉଠାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ,୬ ।୧୧: ଦୀପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେନାଙ୍କ ସହ ସୀମାରେ ଦୀପାବଳି ପାଳନ କରିଥିଲେ । ଏହି ଅବସରରେ ସେ ସେନା ପୋଷାକ...

ପିଡ଼ିପି କାର୍ଯ୍ୟାଳୟରେ ତ୍ରିରଙ୍ଗା ଲଗାଇବା ପାଇଁ ପ୍ରବେଶ କଲେ ଯୁବକର୍ମୀ

ଜମ୍ମୁ, ୨୫।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍‌ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ଯୋଗୁ ଏବେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରେ...

ଭାଜପା ନେତ୍ରୀଙ୍କ ପରଲୋକ

ପାଣାଜୀ,୨୩।୮: ଟିକଟକ ଷ୍ଟାର ତଥା ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କ ହୃଦଘାତରେ ପରଲୋକ ଘଟିଛି। ଭାରତୀୟ ଜନତା ପାର୍ଟି ୨୦୧୯ରେ ତାଙ୍କୁ ହରିୟାଣାର ହିସାର ଜିଲାର...

୧୧ ଦିନରେ ସୁସ୍ଥ ହେଲେ ୧୦ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୮ ।୯: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆରୋଗ୍ୟ ହାର ବି ଭଲ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ...

ଟିକା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୮ା୨: କୋଭିଡ୍‌-୧୯ ଟିକାକରଣ ଲାଗି କୋଓ୍ବିନ୍‌ ପୋର୍ଟାଲରେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି।...

Advertisement
Archives

Model This Week