କିଏ ହେବେ ବାଚସ୍ପତି ? ଆରମ୍ଭ ହେଲା ବୈଠକ

ଭୁବନେଶ଼୍ବର, ୧୯।୬: ବିଧାନସଭାରେ ଆରମ୍ଭ ହୋଇଛି ଶାସକ ଦଳ ଭାଜପାର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ନବନିର୍ବାଚିତ ବିଧାୟକମାନେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ କିଏ ହେବେ ବିଧାନସଭାର ବଚସ୍ପତି ସେ ନେଇ ଆଲୋଚନା ହେବ । ବିଧାୟକମନଙ୍କର ନିଷ୍ପତ୍ତି ଅନୁସାରେ ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିବେ ପ୍ରାର୍ଥୀ । ଆସନ୍ତାକାଲି ବାଚସ୍ପତି ଶପଥ ନେବେ ।

ସୂଚନା ଥାଉକି, ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ବିଧାନସଭା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାର ପ୍ରଥମ ଦିନରେ ୧୦୧ ଜଣ ବିଧାୟକ ଶପଥ ପାଠ କରିଥିବା ବେଳେ ଆଜି ଆଉ ୪୫ ଜଣ ନବନିର୍ବାଚିତ ବିଧାୟକ ଶପଥ ଗ୍ରହଣ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri