Posted inଜାତୀୟ

‘ଉଦ୍ଧବ ଠାକରେ ସାପକୁ କ୍ଷୀର ପିଆଇଲେ’, ଭାଜପା ନେତା କହିଲେଏନସିପିରେ ସାମିଲ ହେବେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୭।୫: ଭାଜପା ବିଧାୟକ ନିତେଶ ରାଣାଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ସେ ଦାବି କରିଛନ୍ତି କି ୧୦ ଜୁନ ପୂର୍ବରୁ ସଞ୍ଜୟ ରାଉତ ଏନସିପିରେ ସାମିଲ ହେବେ। ନୀତେଶ ରାଣେ କହିଛନ୍ତି, ଆଗାମି କିଛି ଦିନ ମଧ୍ୟରେ ମହାରାଷ୍ଟ୍ର ରାଜନୀତିରେ ବଡ ଧରଣର ଭୂକମ୍ପ ଆସିବ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୧୦ ଜୁନ ପୂର୍ବରୁ ସଞ୍ଜୟ ରାଉତ ଏନସିପି ଜଏନ କରିବେ। ସେ କହିଛନ୍ତି, ଉଦ୍ଧବ ଠାକରେ ସାପକୁ କ୍ଷୀର ପିଆଇଛନ୍ତି, ରାଉତ ବାଲାସାହେବ ଠାକରେଙ୍କର ହୋଇ ପାରି ନ ଥିବା ବେଳେ ଉଦ୍ଧବଙ୍କର କେମିତି ହେବେ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri