କଂଗ୍ରେସ ସହ ମେଣ୍ଟ କରିବ ବିଜେଡି: ଭାଜପା ବିଧାୟକଙ୍କ ବିସ୍ଫୋରକ ବୟାନ, ରାଜନୀତିରେ ଚହଳ

ଭୁବନେଶ୍ୱର,୧୩।୩: ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ସରୋଜ ପାଢ଼ୀ ଟାର୍ଗେଟ୍‌ କରିଛନ୍ତି। ଭାଜପା ବିଧାୟକ କହିଛନ୍ତି, ବିଜେଡି ସଂଗଠନ ଭୁଶୁଡ଼ିବାରେ ଲାଗିଛି, ତେଣୁ ତାକୁ ବଞ୍ଚାଇବାକୁ ନବୀନ ଉଦ୍ୟମ କରୁଛନ୍ତି। ଦଳକୁ ବଞ୍ଚାଇବାକୁ କାହାର ସାହାରା ଖୋଜୁଛନ୍ତି। କାହା କାନ୍ଧରେ ବନ୍ଧୁକ ରଖି ଗୁଳି ଫୁଟାଇବେ ଭାବୁଛନ୍ତି। ତେବେ ଇଣ୍ଡି ମେଣ୍ଟ ଆଡେ ଢଳୁଛନ୍ତି, ଦଳ ବଞ୍ଚାଇବାକୁ ଚାହୁଁଛନ୍ତି। ବିଧାୟକ ଆହୁରି କହିଛନ୍ତି, କଂଗ୍ରେସ ସହ ଗରଦାରୀ କରିଥିଲେ, କାଳେ ଭୁଲି ସହଯୋଗ କରିବ ବୋଲି ନବୀନ ଭାବୁଛନ୍ତି।

ସୂଚନାଯୋଗ୍ୟ, ୨୦୨୪ ନିର୍ବାଚନ ସମୟରେ ବିଜେଡି କଂଗ୍ରେସ ସହ ମେଣ୍ଟ କରିବ ବୋଲି ଆଲୋଚନା ହେଉଥିଲା। ହେଲେ ବିଡେି ନେତା ଏହାକୁ ସମ୍ପର୍ଣ୍ଣ ଭାବେ ମନା କରିଦେଇଥିଲେ। ଯାହାପରେ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

‘ଇରାନ ସହ ଚୁକ୍ତି କରିଛି ଆମେରିକା, ହେଲେ ଆମେରିକା ଉପରେ ଭରସା ନାହିଁ’, କାହିଁକି ଏମିତି ଚେତାବନୀ ଦେଲା CIA? ଜାଣନ୍ତୁ…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ଏଡାଇବା ପାଇଁ ଏକ ଚୁକ୍ତି ହୋଇଛି, କିନ୍ତୁ ଆମେରିକାରେ ସମସ୍ତେ ଏହି ଚୁକ୍ତି ଉପରେ ଆସ୍ଥା ପ୍ରକଟ କରିନାହାଁନ୍ତି।…

ଗୋଟିଏ ଦିନରେ ୨ଟି ପ୍ଲେନ କ୍ରାଶ, ଉଡୁଥିବା ବେଳେ ହଠାତ୍ ଜଙ୍ଗଲରେ ଖସି ପଡ଼ିଲା

ମସ୍କୋ,୧୬।୬: ଆମେରିକା ପରେ ଏବେ ଏକ ରୁଷିଆର Tu-22M3 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । Tu-22M3 ବିମାନଟି…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

ଆମେରିକା-ଇରାନ ଶାନ୍ତି ଚୁକ୍ତିରେ ପୁଣି ନୂଆ ପେଞ୍ଚ; ଟ୍ରମ୍ପ ୩୦୦ ବିଲିୟନ ଡଲାର ପ୍ରଦାନ ଦାବିକୁ କହିଲେଣି…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇଛି। ଏହି ଶାନ୍ତି ଚୁକ୍ତିନାମା ଅନୁଯାୟୀ, ଆମେରିକା ଇରାନକୁ ୩୦୦ ବିଲିୟନ ଡଲାର ସହାୟତା…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ହ୍ବାଇଟ ହାଉସରେ ଇତିହାସର ସବୁଠାରୁ ମହଙ୍ଗା UFC ଶୋ; ରାଷ୍ଟ୍ରପତି ଟ୍ରମ୍ପ ଅନନ୍ୟ ଶୈଳୀରେ ପାଳନ କଲେ ୮୦ତମ ଜନ୍ମଦିନ, ଖର୍ଚ୍ଚ ଜାଣିଲେ…

ଓ୍ବାଶିଂଟନ,୧୬।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ୮୦ତମ ଜନ୍ମଦିନକୁ ପ୍ରକୃତରେ ଅନନ୍ୟ ଏବଂ ସ୍ମରଣୀୟ ଢଙ୍ଗରେ ପାଳନ କରିଥିଲେ। ଏହି ବିଶେଷ ଅବସର ପାଇଁ, ହ୍ବାଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri