ଆତ୍ମହତ୍ୟା ଧମକ ଦେଲେ ଭାଜପା ବିଧାୟକ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ। ଗୁରୁବାର ଗୃହରେ ମଣ୍ଡି ସମସ୍ୟାକୁ ନେଇ ଭାଜପା ବିଧାୟକମାନେ ହୋହଲ୍ଲା କରିଥିଲେ। ଏହି ସମୟରେ ମଣ୍ଡିରୁ ତୁରନ୍ତ ଧାନ ନ ଉଠାଇଲେ ଗୃହରେ ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଥିଲେ ସୁବାସ। ସେହିଭଳି ଅନ୍ୟ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ପ୍ରତିବାଦ କରିବା ସହ ଏହି ପ୍ରସଙ୍ଗରେ ମନ୍ତ୍ରୀ ବିବୃତି ଦିଅନ୍ତୁ ବୋଲି ଦାବି କରିଛନ୍ତି।

ପ୍ରଶ୍ନକାଳରେ ଧାନମଣ୍ଡିରେ ଅବ୍ୟବସ୍ଥାର ପ୍ରତିବାଦ କରି ସୁବାସ ଗୃହର ମଧ୍ୟଭାଗକୁ ଆସି ବସି ରହିଥିଲେ। ପରେ ଶୂନ୍ୟକାଳରେ ତାଙ୍କୁ ଏନେଇ କହିବାକୁ ଦିଆଯିବ ବୋଲି ବାଚସ୍ପତି କହିଥିଲେ। ଏଥିସହ ତାଙ୍କୁ ନିଜ ଆସନକୁ ଫେରିବାକୁ କହିଥିଲେ।

ଅପରପକ୍ଷେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହର ମଧ୍ୟଭାଗରେ ଧାରଣା ଦେଇଥିଲେ। ଦଳର ଅନ୍ୟ ବିଧାୟକମାନେ ମଧ୍ୟ ଧାରଣାରେ ବସିଥିଲେ। ଏନେଇ ୧୦ ମିନିଟ୍‌ ଯାଏ ଗୃହ ମୁଲତବୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?