Posted inଜାତୀୟ

ନିର୍ବାଚନ ପୂର୍ବରୁ ପଦ୍ମ ଛାଡି ହାତ ଧରିବେ ବାବୁରାଓ

ବେଙ୍ଗାଲୁରୁ,୨୧।୩: କର୍ନାଟକ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)ବିଧାନ ପରିଷଦ ସଦସ୍ୟ ବାବୁରାଓ ଚିଞ୍ଚନସୁର ଭାଜପା ଛାଡି କଂଗ୍ରେସରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ମାର୍ଚ୍ଚ ୨୫ରେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହେବେ ବୋଲି ସୂଚନା ମିଳିଛି। ମାସକରେ ଭାଜପାରୁ ଇସ୍ତଫା ଦେଇଥିବା ଦ୍ୱିତୀୟ ନେତା ହେଉଛନ୍ତି ଚିଞ୍ଚନସୁର।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ୍‌, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ବାଇକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଅନ୍ୟଜଣେ ଗୁରୁତର…

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ…

ମୋଦି, ମମତାଙ୍କୁ ଟାର୍ଗେଟ କଲେ ରାହୁଲ, କହିଲେ…

କୋଲକାତା,୨୫ା୪: ପଶ୍ଚିମବଙ୍ଗରେ ଏକ ନିର୍ୱାଚନୀ ସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଏବଂ…

ଭଞ୍ଜନଗରରେ ଜନ ଆକ୍ରୋଶ ମହିଳା ସମାବେଶ ପୁରୁଷ ପ୍ରଧାନ ସମାଜ ମହିଳାଙ୍କୁ ଆଗକୁ ଛାଡ଼ିବାକୁ ନାରାଜ: ଏମ୍‌ପି ଅନୀତା

ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ମୁଖ୍ୟ ସଡ଼କରେ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା…

NRI ବି କରିପାରିବେ Aadhaar Card? ଜାଣନ୍ତୁ କ’ଣ କହୁଛି UIDAI ନିୟମ…

ନୂଆଦିଲ୍ଲୀ,୨୫।୪: ଆଜିର ସମୟରେ ବ୍ୟାଙ୍କିଙ୍ଗଠାରୁ ଆରମ୍ଭ କରି ସରକାରୀ ଯୋଜନା ପର୍ଯ୍ୟନ୍ତ ସବୁଥିରେ ଆଧାର କାର୍ଡ ଏକ ଅପରିହାର୍ଯ୍ୟ ଦଲିଲ ପାଲଟିଛି। ଏଭଳି ସ୍ଥିତିରେ ବିଦେଶରେ ରହୁଥିବା…

ସେବାଶ୍ରମର ୭ମଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି, ୨୫।୪,(ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଏକ ସେବାଶ୍ରମ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ…

ବସ୍‌ଷ୍ଟାଣ୍ଡରୁ ପାଇଲେ ୫ ଭରିର ଦୁଇଟି ସୁନା ହାର, ପରେ…

ରିଷିଡା,୨୫।୪(ସୁଶାନ୍ତ ମଲ୍ଲିକ): ବସ୍‌ଷ୍ଟାଣ୍ଡରୁ ପାଇଥିବା ୫ ଭରିର ଦୁଇଟି ସୁନା ହାର ଫେରାଇଲେ ବ୍ୟକ୍ତି। ଏଭଳି ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ…

ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ମୃତ୍ୟୁ, ଜେଲଗଲେ ସାନ

ମୁନିଗୁଡା,୨୫।୪(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ମୁନିଖୋଲ ପଞ୍ଚାୟତ ଅଧୀନ ଗୋରଠା ଗ୍ରାମରେ ସାନଭାଇଙ୍କ ଟାଙ୍ଗିଆ ଚୋଟରେ ତାଙ୍କ ବଡ଼ଭାଇଙ୍କ ମୃତ୍ୟୁ ଘଟିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri