Posted inଜାତୀୟ

ହଠାତ୍‌ ଲୋକ ସଭାରେ କଂଗେସ ଏମ୍‌ପିଙ୍କୁ ‘ଷ୍ଟୁପିଡ୍‌’ କହିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୫।୭: ବଜେଟ୍‌କୁ ନେଇ ଲୋକ ସଭାରେ ଜୋରଦାର ହଙ୍ଗାମା ହୋଇଛି। କଂଗ୍ରେସ ସଦସ୍ୟମାନେ ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ହଟ୍ଟଗୋଳ କରିଛନ୍ତି। ସରକାର ଏବଂ ସଦସ୍ୟଙ୍କୁ କ୍ଷମା ମାଗିବାକୁ ଜିଦ୍‌ ଧରିଛନ୍ତି।
ଗୃହରେ ବଜେଟ ଉପରେ ଆଲୋଚନା ବେଳେ ବଙ୍ଗଳାର ତାମଲୁକରୁ ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟ ଏ ପ୍ରସଙ୍ଗରେ ନିଜର ମତାମତ ଦେଉଥିବାବେଳେ କଂଗ୍ରେସ ଏମ୍‌ପି ଗୌରବ ଗୋଗୋଇ ଏକ ମନ୍ତବ୍ୟ ଦେଇଥିଲେ। ଏଥିରେ ଅଭିଜିତ ତାଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିଲେ।
ବଜେଟ ଉପରେ ଆଲୋଚନା ବେଳେ ଅଭିଜିତ୍‌ ନିଜର ମତ ଉପସ୍ଥାପନ କରିଥିଲେ। ଏହି ସମୟରେ କଂଗ୍ରେସ ଏମ୍‌ପି ଗୋଗୋଇ କିଛି କହିବାରୁ ଅଭିଜିତ୍‌ କହିଥିଲେ, ଶିକ୍ଷିତ ସଦସ୍ୟମାନେ ଏ ବିଷୟରେ ଅବଗତ ନୁହଁନ୍ତି। ସେମାନେ ଅଧିକ ଶିଖିବା ଆବଶ୍ୟକ କରନ୍ତି। ଗୋଗୋଇ ଗଡ୍‌ସେ ବିଷୟରେ ମନ୍ତବ୍ୟ ଦେଇଥିଲେ। ଏନେଇ ଅଭିଜିତ ତାଙ୍କୁ ଷ୍ଟୁପିଡ୍‌(ମୂର୍ଖ) ବୋଲି କହିଥିଲେ। ଯାହାକୁ ବିରୋଧୀ ସଦସ୍ୟମାନେ ବିରୋଧ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri