ଅମିରଙ୍କ ବିଫଳତାରେ ଖୁସି ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୨।୮: ବଲିଉଡ ସୁପରଷ୍ଟାର ଅମିର ଖାନଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ମୁକ୍ତିଲାଭ କରିଛନ୍ତି। କିଛି ଦିନ ହେବ ଫିଲ୍ମକୁ ବଏକଟ ନେଇ ସୋସିଆଲ ମିଡିଆରେ ଏକ ଅଭିଯାନ ଚାଲିଛି। ଏହି ମଧ୍ୟରେ ଫିଲ୍ମର ଓପନିଂ ଅତ୍ୟନ୍ତ ଖରାପ ରହିଛି। ଯେଉଁମାନେ ବଏକଟ୍‌ ପାଇଁ ଦାବି କରୁଥିଲେ, ସେମାନେ ଫିଲ୍ମର ଓପନିଂ ବିଫଳତାରେ ଖୁସି ହୋଇଛନ୍ତି। ଏଥିରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଅଛନ୍ତି।
ଝାଡଖଣ୍ଡର ଗୋଡ୍ଡା ଏମ୍‌ପି ନିଶିକାନ୍ତ ଟୁଇଟ୍‌ କରି କହିଛନ୍ତି, ଭାରତୀୟ ନାଗରିକ ହୋଇଥିବାରୁ ନିଜକୁ ଭୟଭୀତ ଅନୁଭବ କରୁଥିବା ଅମିରଙ୍କ ଫିଲ୍ମ ‘ଲାଲ ସିଂ ଚଢା’କୁ ବଏକଟ୍‌ କରି ଦେଶପ୍ରେମୀମାନେ ଦର୍ଶାଇଛନ୍ତି ଯେ, ମିଥ୍ୟା ଏବଂ ପ୍ରତାରଣା ଆଉ କାମ କରିବ ନାହିଁ। ଦେଶ ଦୃଢତାର ସହ ମଜଭୁତ ନେତୃତ୍ୱ ନରେନ୍ଦ୍ର ମୋଦିଙ୍କ ସହ ବିଶ୍ୱକୁ ରାସ୍ତା ଦେଖାଉଛି।
ଅନ୍ୟ ଏକ ଟୁଇଟ୍‌ରେ ସେ ଅମିରଙ୍କ ଭାରତ ଏବଂ ଚାଇନା ବ୍ୟବସାୟର ପାର୍ଥକ୍ୟ ଉପରେ ପ୍ରଶ୍ନ ଉଠାଇ ଏହାର ତଦନ୍ତ ଦାବି କରିଛନ୍ତି। ଦୁବେ କହିଛନ୍ତି, ଅମିର ଖାନ ଫିଲ୍ମ ସିକ୍ରେଟ ସୁପରଷ୍ଟାର ଭାରତରେ ୬୦ କୋଟି, କିନ୍ତୁ ଚାଇନାରେ ୯୦୦ କୋଟି ରୋଜଗାର କରୁଥିବାବେଳେ ବାହୁବଳୀ ଭଳି ଫିଲ୍ମ ଭାରତରେ ୧୬୦୦ କୋଟି ରୋଜଗାର କରୁଛି କିନ୍ତୁ ଚାଇନାରେ ମାତ୍ର ୮୦ କୋଟି ଟଙ୍କା ରୋଜଗାର କରୁଛି। ଏନଆଇ, ଇଡି ଆମୀର ଖାନଙ୍କ ଅର୍ଥ ହେରଫେର ଘଟଣାର ଅନୁସନ୍ଧାନ କରିବା ଉଚିତ। ସେ ଟୁଇଟ୍‌ କରି ଇନକମ ଟ୍ୟାକ୍ସକୁ ମଧ୍ୟ ଟ୍ୟାଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri