ଅନ୍ୟ ସାଂସଦଙ୍କୁ ନିବେଦନ କଲେ ବରୁଣ ଗାନ୍ଧୀ, ଟ୍ରେନ୍‌ ଦୁର୍ଘଟଣା ଆହତଙ୍କୁ ନିଜର ଗୋଟିଏ ମାସର ଦରମା ଦିଅନ୍ତୁ

ନୂଆଦିଲ୍ଲୀ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣା ନେଇ ଜାତୀୟ ଅନ୍ତର୍ଜାତୀୟସ୍ତରରୁ ଅନେକ ପ୍ରତିଷ୍ଠିତ ବ୍ୟକ୍ତି ସମବେଦନା ଜଣାଉଛନ୍ତି। ଏଥିସହ ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ପ୍ରଧାନମନ୍ତ୍ରୀ ଏଥିପାଇଁ ମୃତକ ଓ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ତେବେ ଭାଜପା ସାଂସଦ ବରୁଣ ଗାନ୍ଧୀ ଟ୍ବିଟ୍‌ କରି ଶୋକବ୍ୟକ୍ତ କରିବା ସହ ମୃତକ ଓ ଆହତଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ଆମେ ଆପଣଙ୍କ ବିପଦରେ ଛିଡା ହୋଇଛୁ। ମୁଁ ସବୁ ସାଂସଦ ବନ୍ଧୁଙ୍କୁ ନିବେଦନ କରୁଛି କି, ସେମାନେ ତାଙ୍କର ଗୋଟିଏ ମାସର ଦରମା ଦୁର୍ଘଟଣା କ୍ଷତିଗ୍ରସ୍ତ ଲୋକଙ୍କୁ ପ୍ରଦାନ କରନ୍ତୁ। ପ୍ରଥମେ ତାଙ୍କୁ ସାହାରା ମିଳିବା ଆବଶ୍ୟକ, ପଛରେ ନ୍ୟାୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri