Posted inଜାତୀୟ

ଓୱାଇସିଙ୍କୁ କାହିଁକି ଧନ୍ୟବାଦ ଦେଲେ ବରୁଣ ଗାନ୍ଧୀ

ନୂଆଦିଲ୍ଲୀ,୧୪ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ବରୁଣ ଗାନ୍ଧ ବେକାରୀ ଓ ଯୁବବର୍ଗଙ୍କ ବିଭିନ୍ନ ସମସ୍ୟାକୁ ନେଇ ଲଗାତାର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କୁ ଧନ୍ୟବାଦ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ନିକଟରେ ଓୱାଇସି ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ସରକାରୀ ପଦରେ ଖାଲିଥିବା ପଦବୀ ସଂଖ୍ୟା ଉଲ୍ଲେଖ କରିଥିଲେ । ଯାହା ପୂର୍ବରୁ ବରୁଣ ଗାନ୍ଧୀ କହି ଆସୁଥିଲେ । ଏବେ ଓୱାଇସିଙ୍କ ଏହି ଭିଡିଓକୁ ଶେୟାର କରି ବରୁଣ ତାଙ୍କୁ ଧନ୍ୟବାଦ ଦେଇଛନ୍ତି ।
ସୂଚନାଯୋଗ୍ୟ, ଉକ୍ତ ସଭାରେ ଓୱାଇସି ଦେଶରେ ରେକର୍ଡ ସଂଖ୍ୟକ ବେକାରୀ ସମସ୍ୟା ଦେଖାଦେଇଥିବା କହିଛନ୍ତି । ଏହାସହ ସରକାରଙ୍କ ବିଭିନ୍ନ ବିଭାଗରେ ପ୍ରାୟ ୬୦ ଲକ୍ଷ ପଦବୀ ଖାଲି ପଡିଥିବା ବି ସେ ଦର୍ଶାଇଛନ୍ତି । ଯାହାକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଏହା ମୋର ମତ ନୁହେଁ ବରଂ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ଯାହା କହିଛନ୍ତି ତାହା ମୁଁ ଉପସ୍ଥାପନ କରିଛି । ଯେଉଁଥିପାଇଁ ବରୁଣ ଗାନ୍ଧୀ ଓୱାଇସିଙ୍କୁ ଧନ୍ୟବାଦ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାଳିବେ ନାହିଁ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନ ବିରୋଧରେ କୃଷକ ବିରୋଧ ପ୍ରଦର୍ଶନ ଚାଲିଛି। ତାଙ୍କର ଆନ୍ଦୋଳନର ୧୩ ତମ ଦନରେ କୃଷକମାନେ ଭରତ ବନ୍ଦ ଡାକରା ଦେଇଛନ୍ତି। କଂଗ୍ରେସ...

ନୀତୀଶ କୁମାରଙ୍କ ଗାଡି ଉପରକୁ କାଳିମାଡ

ପାଟନା,୨୪।୯: ବିହାର ମୁଜଫରନଗରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡି ଉପରକୁ ମଙ୍ଗଳବାର ଗରିବ ଜନକ୍ରାନ୍ତି ଦଳର କର୍ମକର୍ତ୍ତମାନେ କାଳି ମାଡ କରିବା ସହ କଳା ପତାକା...

ଆଉ ଜଣେ ପଞ୍ଜାବୀ ଗାୟକଙ୍କୁ ମିଳିଲା ହତ୍ୟା ଧମକ: ମୁଖ୍ୟମନ୍ତ୍ରୀ-ପୋଲିସକୁ ଚିଠି ଲେଖି ମାଗିଲେ ସୁରକ୍ଷା

ଚଣ୍ଡିଗଡ଼,୨।୮: ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ଓ୍ବାଲାଙ୍କୁ ହତ୍ୟା କରାଯିବାର ୨ମାସ ପରେ ଆଉ ଜଣେ ଗାୟକଙ୍କୁ ହତ୍ୟା ଧମକ ମିଳିଛି। ନିଜ ଜୀବନ...

କଠିନ ସ୍ଥିତିରେ ଅଛି ଭାରତ-ଚାଇନା ସମ୍ପର୍କ: ଜୟଶଙ୍କର

ନୂଆଦିଲ୍ଲୀ,୨୦।୨: ସୀମାନ୍ତରେ ସାମରିକ ବାହିନୀ ନିୟୋଜିତ ନ କରିବାକୁ ହୋଇଥିବା ଚୁକ୍ତିନାମାକୁ ବେଜିଂ ଉଲ୍ଲଂଘନ କରିବା ପରେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କ ଏବେ...

ଜିଏସ୍‌ଟିରେ ସାମିଲ କରିବାକୁ ବିଚାର କରିବେ

ନୂଆଦିଲ୍ଲୀ,୧୪।୯: ସାରା ଦେଶରେ ବର୍ତ୍ତମାନ ତୈଳ ଦର ରେକର୍ଡ ଉଚ୍ଚତାରେ ରହିଛି। ଏଥିଯୋଗୁ ଅତ୍ୟାବଶ୍ୟକ ସାମଗ୍ରୀର ଦର ମଧ୍ୟ ଆକାଶ ଛୁଆଁ ହୋଇଛି। ସାଧାରଣ ଜନତାଙ୍କ...

ଦିଲ୍ଲୀରେ ଏସ୍‌ଆଇ ପରିବାର କରୋନା ସଂକ୍ରମିତ: ପୋଲିସ କଲୋନୀର ୩ ବ୍ଲକ ସିଲ୍‌

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ବିରୋଧରେ ଲଢ଼େଇରେ ଜାରି ରଖିଥିବା ଯୋଦ୍ଧା ଏଥିରୁ ବର୍ତ୍ତି ପାରୁ...

ଗୁଜରାଟ ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଅହମଦାବାଦ,୧୫।୨: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରବିବାର ଏକ କାର୍ଯ୍ୟକ୍ରମରେ ସେ ମଞ୍ଚ ଉପରେ ଚେତା ହରାଇ...

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ...

Advertisement
Archives

Model This Week