Posted inଜାତୀୟ

ଏହି ନେତାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ସନ୍ଧ୍ୟାରେ ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଏନଡିଏର ଉପରାଷ୍ଟ୍ରପତି ପଦପାଇଁ ପ୍ରାର୍ଥୀ ଭାବେ ଘୋଷଣା କରିଛି। ତାମିଲନାଡୁର ଏକ ବରିଷ୍ଠ ନେତା ଭାବେ ଚର୍ଚ୍ଚିତ ରାଧାକୃଷ୍ଣନ ପୂର୍ବରୁ ଝାଡ଼ଖଣ୍ଡର ରାଜ୍ୟପାଳ ଓ କୋଇମ୍ବଟୋରରୁ ଦୁଇ ଥର ଏମପି ରହିଛନ୍ତି।

ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଏହି ଘୋଷଣା କରି କହିଛନ୍ତି, “ସେ ୪୦ ବର୍ଷର ରାଜନୈତିକ ଅନୁଭବ ରଖିଛନ୍ତି ଓ ବିଭିନ୍ନ ଦାୟିତ୍ୱ ନିର୍ବାହ କରିଛନ୍ତି।”

 

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri