Posted inଜାତୀୟ

ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ମୋଦି ଦେବେ ଗୁରୁମନ୍ତ୍ର!

ନୂଆଦିଲ୍ଲୀ,୬ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହେବାକୁ ଯାଉଛି । ରବିବାର ସକାଳେ ଏହା ଆରମ୍ଭ ହେଉଥିବା ବେଳେ ଅପରାହ୍ନ ୩ଟାରେ ଶେଷ ହେବ ବୋଲି ଜଣାପଡିଛି । ଏହି ବୌଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶର ସଦସ୍ୟଙ୍କୁ ଦଳକୁ କିପରି ଆହୁରି ମଜଭୁତ କରିହେବ ତାକୁ ନେଇ ମନ୍ତ୍ର ଦେବେ । ଭାଜପା ମହାସଚିବ ଅରୁଣ ସିଂ ଶନିବାର ଏହି ସୂଚନା ଦେଇଛନ୍ତି । କରୋନା ମହାମାରୀ ପାଇଁ ଏହି ବୈଠକ ପ୍ରାୟ ଦେଢ ବର୍ଷ ପରେ ପ୍ରତ୍ୟେକ୍ଷ ଭାବେ କରାଯାଉଛି । ଦଳୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିକଟରେ କିଛି ରାଜ୍ୟରେ ହୋଇଥିବା ଉପ ନିର୍ବାଚନରେ ଦଳକୁ ଲାଗିଥିବା ଆଘାତକୁ ଦେଖି ୫ ରାଜ୍ୟର ଆଗାମୀ ଉପନିର୍ବାଚନକୁ ନେଇ ନୂତନ ରଣନୀତି ପ୍ରସ୍ତୁତ କରାଯିବାର ସମ୍ଭାବନା ରହିଛି । ଏହି ବୈଠକୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଭାଷଣରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣରେ ଶେଷ ହେବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri