Posted inଜାତୀୟ

ପ୍ରେମର ଦୋକାନ ନୁହେଁ, ଘୃଣାର ଏକ ମେଗା ସପିଂ ମଲ ଖୋଲିଛନ୍ତି: ନଡ୍ଡା

ନୂଆଦିଲ୍ଲୀ,୫।୬: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ସୋମବାର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରାହୁଲ ଗାନ୍ଧୀ କହି ବୁଲୁଛନ୍ତି ଯେ, ଆମେ ପ୍ରେମର ଦୋକାନ ଚଳାଉଛୁ। ହେଲେ ଆପଣ ତ ଘୃଣାର ଏକ ମେଗା ସପିଂ ମଲ ଖୋଲିଛନ୍ତି ବୋଲି ନଡ୍ଡା କହିଛନ୍ତି।

ନଡ୍ଡା ଆହୁରି କହିଛନ୍ତି, ଯେତେବେଳେ ବି ଭାରତ ନୂଆ ରେକର୍ଡ ସୃଷ୍ଟି କରେ, ସେତେବେଳେ କଂଗ୍ରେସର ‘ଯୁବରାଜ’ ରାହୁଲ ଗାନ୍ଧୀ ଭାରତର ଗର୍ବ ଅନୁଭବ କରନ୍ତିନାହିଁ। ଗୋଟିଏ ପଟେ ସେମାନେ ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ ଉଠାନ୍ତି, ହିନ୍ଦୁ-ମୁସଲିମ ବିଭାଜନ ବିଷୟରେ କଥାବାର୍ତ୍ତା କରନ୍ତି ହେଲେ ଅନ୍ୟ ପଟେ ସେମାନେ କହିଛନ୍ତି ଯେ ଆମେ ପ୍ରେମର ଦୋକାନ ଚଳାଉଛୁ।

ମୋଦି ସରକାରଙ୍କ ୯ ବର୍ଷର କାର୍ଯ୍ୟ ଉପରେ ପୁସ୍ତକ ରିଲିଜ କାର୍ଯ୍ୟକ୍ରମରେ ଜେ.ପି ନଡ୍ଡା ସମ୍ବୋଧନ କରୁଥିଲେ। ଏହି କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ଓଡ଼ିଶା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପାଇଁ ୨ ମିନିଟ୍‌ ନୀରବ ପ୍ରାର୍ଥନା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର ଏକ ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri