Posted inଜାତୀୟ

ଭାଜପା-ଏନଡିପିପି ନିର୍ବାଚନ ଭାଗବଣ୍ଟା, ୨୦-୪୦ ଆସନରେ ଛିଣ୍ଡିଲା ଅଙ୍କକଷା…

ନୂଆଦିଲ୍ଲୀ, ୨୬।୭ : ନାଗାଲାଣ୍ଡରେ ହେବାକୁ ଥିବା ୨୦୨୩ ବିଧାନସଭା ନିର୍ବାଚନ ପାଇଁ ଭାଜପା ଏବଂ ନ୍ୟାଶନାଲିଷ୍ଟ ଡେମୋକ୍ରାଟିକ ପ୍ରୋଗେସିଭ୍‌ ପାର୍ଟି (ଏନଡିପିପି) ମିଳିତ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ନିଷ୍ପତ୍ତି ହୋଇଛି॥ ନାଗାଲାଣ୍ଡ ବିଧାନସଭାର ୬୦ ଆସନ ମଧ୍ୟରେ କିଏ କେତେ ସଂଖ୍ୟକ ଆସନରେ ନିର୍ବାଚନ ଲଢ଼ିବ ସେ ନେଇ ଦୁଇ ଦଳ ମଧ୍ୟରେ ଅଙ୍କକଷା ଶେଷ ହୋଇଛି।

ରାଜ୍ୟର ୪୦ଟି ବିଧାନସଭା ଆସନରେ ଏନଡିପିପି ନିଜର ପ୍ରାର୍ଥୀ ଦେବ। ସେହିପରି ଭାଜପା ୨୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏନେି ଏନଡିପିପି ସମ୍ପାଦକ ଆବୁ ମେଥା ଏବଂ ଭାଜପା ରାଜ୍ୟ ପ୍ରମୁଖ ନଳିନୀ ଖୋଲିଙ୍କ ମଧ୍ୟରେ ଏକ ବୁଣାମଣା ସମ୍ପର୍କିତ ଚିଠି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri