ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ, ଯାଜପୁର, କଟକରେ ଭାଜପା ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ। ଏଥିସହ ବିଧାନ ସଭା ପ୍ରାର୍ଥୀ ମଧ୍ୟ ଘୋଷଣା ହୋଇନାହିଁ। ଅନ୍ୟପଟେ ବିଜେଡି ଲୋକସଭା ଓ ବିଧାନ ସଭାର ପ୍ରାର୍ଥୀ ତାଲିକା ଦୁଇଟି ପର୍ଯ୍ୟାୟରେ ଘୋଷଣା କରି ସାରିଛି।

ଏହାରି ଭିତରେ ଶୁଣିବାକୁ ମିଳୁଛି ଯେ, ଭାଜପା ଖୁବ ଶୀଘ୍ର ବିଧାନ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ବିଧାନସଭା ଓ ଲୋକ ସଭାର ୩ଟି ଆସନ ବାକି ଥିବା ପ୍ରାର୍ଥୀଙ୍କ ନାଁ ଚୂଡାନ୍ତ କରିବା ପାଇଁ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଯାଇଛନ୍ତି । ତାଙ୍କ ସହ ସଗଂଠନ ମନ୍ତ୍ରୀ ମାନସ ମହାନ୍ତି ବି ଦିଲ୍ଲୀ ଯାଇଛନ୍ତି । ଆଜି ଉଭୟ ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିଛନ୍ତି । ଏନେଇ ଖୁବ୍‌ ଶୀଘ୍ର ଘୋଷଣା ହୋଇପାରେ ବୋଲି ଆଲୋଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri