Posted inଜାତୀୟ

‘ମିଛ କହିବା ରାହୁଲଙ୍କ ଅଭ୍ୟାସରେ ପଡିଗଲାଣି’, କଂଗ୍ରେସକୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୫ ।୩: ଗୁଜରାଟର ସୁରଟ କୋର୍ଟରୁ ଆପରାଧିକ ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସଜା ମିଳିବା ପରେ ତାଙ୍କ ସଂସଦ ସଦସ୍ୟତା ରଦ୍ଦ ହୋଇଯାଇଛି । ଏହାପରଠାରୁ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା) ସାମ୍ନାସାମ୍ନି ହୋଇଛନ୍ତି । ସଂସଦସ ସଦସ୍ୟତା ରଦ୍ଦ ହେବାପରେ ଶନିବାର ରାହୁଲ ଗାନ୍ଧୀ ପ୍ରଥମଥର ମିଡିଆ ସାମ୍ନାକୁ ଆସିଥିଲେ । ଏହି ସମୟରେ ସେ ଭାଜପାକୁ ଟାର୍ଗେଟ କରିଥିଲେ ।

ଏହାର ଜବାବରେ ବରିଷ୍ଠ ଭାଜପା ନେତା ରବି ଶଙ୍କର ପ୍ରସାଦ ଏକ ପ୍ରେସ କନଫରେନ୍ସ କରି କହିଛନ୍ତି ରହୁଲଙ୍କ ଉପରେ ୬୦ଟି ମାନହାନି ମାମଲା ଚାଲିଛି । ସେ ପଛୁଆ ବର୍ଗଙ୍କ ଅପମାନ କରିଛନ୍ତି । ଆଲୋଚନାର ଅର୍ଥ ଗାଳି ଦେବା ନୁହେଁ । ରାହୁଲ ଗାନ୍ଧୀଙ୍କୁ ୨୦୧୯ରେ ଦେଇଥିବା ଏକ ଭାଷଣ ଉପରେ ସଜା ହୋଇଛି । ରବିଶଙ୍କର ପ୍ରସାଦ ଆହୁରି ମଧ୍ୟ କହିଛନ୍ତି, ରାହୁଲ ଗାନ୍ଧୀ କହୁଛନ୍ତି ମୁଁ ବୁଝିସୁଝି କହିଥାଏ । ହେଲେ ରାହୁଲ ୨୦୧୯ରେ ଯାହା କହିଥିଲେ ତାହା କ’ଣ ବୁଝି ସୁଝି କହିଥିଲେ । ଯେଉଁଥିରେ ସେ ପଛୁଆବର୍ଗର ଅପମାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri