ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ଯାଇ ରାୟଗଡ଼ା ଟାଉନ ଥାନା ପୋଲିସ ଜିଲା ଭାଜପା ସଭାପତି ଶିବ ପଟ୍ଟନାୟକ, ନଗର ସଭାପତି ଶ୍ୟାମ କୁମାର ଦାଶ, ପ୍ରମୁଖ କାର୍ଯ୍ୟକର୍ତ୍ତା ବିଦ୍ୟା ଭୂଷଣ ପଣ୍ଡାଙ୍କ ସମେତ ଜିଲା ଓ ନଗର ଭାଜପା କର୍ମୀଙ୍କୁ ଥାନାରେ ଅଟକ ରଖିଛି। ସୂଚନାଯୋଗ୍ୟ ମନ୍ତ୍ରୀ ସାହୁ ସୋମବାର ଜିଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିବାବେଳେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri