ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ଯାଇ ରାୟଗଡ଼ା ଟାଉନ ଥାନା ପୋଲିସ ଜିଲା ଭାଜପା ସଭାପତି ଶିବ ପଟ୍ଟନାୟକ, ନଗର ସଭାପତି ଶ୍ୟାମ କୁମାର ଦାଶ, ପ୍ରମୁଖ କାର୍ଯ୍ୟକର୍ତ୍ତା ବିଦ୍ୟା ଭୂଷଣ ପଣ୍ଡାଙ୍କ ସମେତ ଜିଲା ଓ ନଗର ଭାଜପା କର୍ମୀଙ୍କୁ ଥାନାରେ ଅଟକ ରଖିଛି। ସୂଚନାଯୋଗ୍ୟ ମନ୍ତ୍ରୀ ସାହୁ ସୋମବାର ଜିଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିବାବେଳେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଜମିରେ ଆମ ଗାଁ ଆମ ବିକାଶ ଗୃହ ନିର୍ମାଣକୁ ନେଇ ବିବାଦ: ଅଭିଯୋଗ ସତ୍ତ୍ୱେ ନିଆଯାଉନି କାର୍ଯ୍ୟାନୁଷ୍ଠାନ

ରସୁଲପୁର,୧୦ା୧(ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଂଚାୟତର ଇଚ୍ଛାପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଅର୍ଥ ବିନିଯୋଗ କରି ଏକ ଗୋଷ୍ଠୀ...

ଖେଳୁଥିବାବେଳେ ସଂଜ୍ଞାହୀନ ହେଲେ ୪ ଛାତ୍ରୀ : ଡାକ୍ତରଖାନା ନ ନେଇ ପାଣିଛାଟି ଘରକୁ ପଠାଇଲେ ବିଦ୍ୟାଳୟ କର୍ତ୍ତୃପକ୍ଷ

ଉଦଳା,୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ଏନଏସିରେ ଥିବା ମେଣ୍ଢାଖାଇ ୟୁଜିଏମଇ ସ୍କୁଲରେ ଶନିବାର ଖେଳୁଥିବା ବେଳେ ୭ରୁ ୯ ବର୍ଷ ବୟସର ୪ ଜଣ ଛାତ୍ରୀ ହଠାତ୍‌...

ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ରାବଣ ପୋଡ଼ି ପାଇଁ ପ୍ରସ୍ତୁତ ରାଜଧାନୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯିବ। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ...

ସରିଲା ସୀମାନ୍ତ ଯୁବ ମହୋତ୍ସବ

ଝାରପୋଖରିଆ,୨୯ା୧(ଡି.ଏନ୍‌.ଏ.)- ସାରସକଣା ବ୍ଲକ୍‌ ଅନ୍ତର୍ଗତ ଝାରପୋଖରିଆଠାରେ ସୀମାନ୍ତ ଯୁବ ସମିତି ଓ ଜାତୀୟ ଯୁବ ପ୍ରକଳ୍ପ ଦ୍ୱାରା ଆୟୋଜିତ ୫ମ ବାର୍ଷିକ ସୀମାନ୍ତ ଯୁବ ମହୋତ୍ସବ...

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ...

ପାଣି ପାଇଁ ରାଜପଥରେ ହାତୀପଲ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୪(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ ଜାତୀୟ ରାଜପଥ କଡ଼ରେ ହାତୀପଲ ଦେଖିବାକୁ ମିଳିଛି ା ଏହାକୁ ନେଇ ରାଜପଥରେ ଯାତାୟାତ କରୁଥିବା ଯାତ୍ରୀମାନେ...

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ...

Advertisement


Archives

Model This Week