Posted inଜାତୀୟ

ଭାଜପା ଫୋକସରେ ସୀମାନ୍ତବର୍ତ୍ତୀ ୪୬ ଆସନ

ନୂଆଦିଲ୍ଲୀ,୧୭।୧୦: ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ କ୍ଷମତାରେ ଥିବା ଭାଜପା ଏଥର ତ୍ରିମୁଖୀ ଲଢ଼େଇର ସମ୍ମୁଖୀନ ହେବାକୁ ଯାଉଛି। ରାଜ୍ୟରେ ପ୍ରଥମ ଥର ନିର୍ବାଚନ ଲଢ଼ିବାକୁ ଯାଉଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ଠାରୁ ଭାଜପା କଡ଼ା ଟକ୍କରର ସମ୍ମୁଖୀନ ହୋଇପାରେ।

ଏଥିପାଇଁ ଭାଜପା ଗୁଜରାଟର ସବୁ ଆସନର ନିର୍ବାଚନ ପରିଚାଳନା କରିବା ଲାଗି ବିଭିନ୍ନ ରାଜ୍ୟରୁ ଅଭିଜ୍ଞ ପରିଚାଳକ ଏବଂ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଦାୟିତ୍ୱ ଦେଇଛି। ପଡୋଶୀ ରାଜସ୍ଥାନ ଓ ମଧ୍ୟପ୍ରଦେଶ ସମେତ ଉତ୍ତରପ୍ରଦେଶର ନେତାଙ୍କୁ ଗୁଜରାଟ ନିର୍ବାଚନ ପ୍ରଚାର ଦାୟିତ୍ୱ ଦିଆଯାଇଛି। ସେମାନେ ସ୍ଥାନୀୟ ନେତାଙ୍କ ସହ ସମନ୍ବୟ ରକ୍ଷା କରି ପ୍ରାର୍ଥୀ ଚୟନ ନେଇ କେନ୍ଦ୍ରୀୟ ନେତୃତ୍ୱକୁ ଜଣାଇବେ। ଅନ୍ୟପକ୍ଷେ ରାଜସ୍ଥାନ ସୀମାନ୍ତବର୍ତ୍ତୀ ଗୁଜରାଟର ୪୬ଟି ଆସନ ଉପରେ ଫୋକସ କରିବାକୁ ସମ୍ପୃକ୍ତ ରାଜ୍ୟର ଭାଜପା ନେତାମାନଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ୧୮୨ ଆସନ ବିଶିଷ୍ଟ ଗୁଜରାଟ ବିଧାନସଭାରେ ୨୦୧୭ ନିର୍ବାଚନରେ ଭାଜପା ୯୯ ଆସନ ଜିତିଥିବା ବେଳେ କଂଗ୍ରେସକୁ ୭୭ ଆସନ ମିଳିଥିଲା। ସ୍ବାଧୀନ ଓ ଅନ୍ୟାନ୍ୟ ଦଳ ୬ଟି ଆସନ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri