Posted inଜାତୀୟ

ଜୁଲାଇ ୧୬ରେ ଭାଜପାର ପାର୍ଲାମେଣ୍ଟାରୀ ବୋର୍ଡ ମିଟିଂ, ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ହୋଇପାରେ ଘୋଷଣା

ନୂଆଦିଲ୍ଲୀ,୧୨ ।୭: ଜୁଲାଇ ୧୬ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପାର୍ଲାମେଣ୍ଟାରୀ ବୋର୍ଡ ମିଟିଂ ହେବାକୁ ଯାଉଛି । ଏହି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ଆହୁରି ବି କୁହାଯାଉଛି କି ଏଥିରେ ଏନଡିଏ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ । ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବ । ଏଥିପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଜୁଲାଇ ୧୯ ରଖାଯାଇଛି । ଅର୍ଥାତ୍ ନୋମିନେଶନ ପାଇଁ ଏବେ ଆଉ ମାତ୍ର ୮ ଦିନ ବାକି ରହିଛି । ସମିକରଣ କଥା କହିଲେ ଦୁଇଟି ନିର୍ବାଚନର ସ୍ଥିତି ପୁରା ଅଲଗା ରହିଛି । ରାଷ୍ଟ୍ରପତି ନିର୍ବାଚନରେ ଭାଜପାକୁ ସହଯୋଗୀ ଦଳର ଆବଶ୍ୟକତା ଥିବା ବେଳେ ଉପରାଷ୍ଟ୍ରପତି ନିର୍ବାଚନରେ ଭାଜପା ସମସ୍ତଙ୍କ ଉପରେ ଭାରି ପଡିପାରେ ।
ଏଥିରୁ ଅନୁମାନ କରାଯାଉଛି କି ଭାଜପା ବିରୋଧରେ ହୁଏତ ବିରୋଧି କେହି ପ୍ରାର୍ଥୀ ଠିଆ କରି ନ ପାରନ୍ତି । ଅର୍ଥାତ୍ ଭାଜପା ପ୍ରାର୍ଥୀ ନିର୍ଦ୍ଦେନ୍ଦ୍ୱରେ ନିର୍ବାଚିତ ହୋଇପାରନ୍ତି । ଏଥିପାଇଁ ଦଳ ୧୬ ଜୁଲାଇରେ ସଂସଦୀୟ ବୋର୍ଡର ବୈଠକ ଡାକିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?