Posted inଜାତୀୟ

ଲୋକ ସଭା ସନ୍ଧ୍ୟା ୫ଟା ଯାଏ ସ୍ଥଗିତ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ନୂଆଦିଲ୍ଲୀ,୨୫।୭: ସଂସଦର ମୌସୁମୀ ଅଧିବେଶନରେ ମଣିପୁର ପ୍ରସଙ୍ଗରେ ଉତ୍ତେଜନା ଜାରି ରହିଛି। ମଣିପୁର ହିଂସା ଉପରେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ, କିନ୍ତୁ ସଂସଦରେ ପ୍ରଧାନମନ୍ତ୍ରୀ ଏକ ବିବୃତ୍ତି ଦେବାକୁ ଦାବି କରି ବିରୋଧୀ ଦଳ ଜିଦ ଧରିଛନ୍ତି। ଏଥି ସହ ସଂସଦରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ମଙ୍ଗଳବାର ସର୍ବଦଳୀୟ ବୈଠକ ଡାକିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏହି ବୈଠକରେ ପହଞ୍ଚିଛନ୍ତି। ବୈଠକରେ ସରକାର କହିଛନ୍ତି ଯେ, ମଣିପୁର ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

୮ ମାମଲା, ୧୭ କୋଟିର ଋଣ, ୬ କିଲୋ ସୁନା, ୫୦ ଏଲ୍‌ଆଇସି ପଲିସି…ଜାଣନ୍ତୁ ଭାଜପାରୁ ପ୍ରାର୍ଥୀ ସାଜିଥିବା କଙ୍ଗନାଙ୍କ ସମ୍ପତ୍ତିରେ ଅଛି କ’ଣ କ’ଣ?

ନୂଆଦିଲ୍ଲୀ,୧୪।୫: ଚଳିତ ନିର୍ବାଚନରେ ପ୍ରାର୍ଥୀ ସାଜିଥିବା ବଲିଉଡ୍‌ ଅଭିନେତାଙ୍କ ବିରୋଧରେ ଚାଲିଛି ୮ ମାମଲା। ତାଙ୍କ ପାଖରେ ଏକାଧିକ ଫ୍ଲାଟ, ମୁମ୍ବାଇରେ ଘର ଏବଂ ମନାଲିରେ...

ବଢୁଛି ମୋଦିଙ୍କ ସମ୍ପତ୍ତି,ଏବେ ଏତେ କୋଟି ଟଙ୍କାର ମାଲିକ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ସେ ତାଙ୍କ ସମ୍ପତ୍ତି ବିବରଣୀ ମଧ୍ୟ...

ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ

କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ...

କେଜରିଓ୍ବାଲଙ୍କ ଘରେ ସ୍ବାତୀ ମାଲିୱାଲଙ୍କୁ ମାଡ଼ ମରାଯିବା ଘଟଣା: ସ୍ବୀକାର କଲା ଏଏପି

ନୂଆଦିଲ୍ଲୀ,୧୪।୫:ଦଳର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବାସଭବନରେ ଦୁର୍ବ୍ୟବହାର କରାଯିବା ସହ ମାଡ଼ ମରାଯାଇଥିବା ଘଟଣାକୁ ସ୍ବୀକାର କରିଛି ଆମ...

ଅବକାରୀ ଦୁର୍ନୀତି ମାମଲା: ଏଏପିକୁ ଅଭିଯୁକ୍ତ ଦର୍ଶାଇବ ଇଡି

ନୂଆଦିଲ୍ଲୀ,୧୪।୫: ଅବକାରୀ ଦୁର୍ନୀତି ମାମଲାରେ ଦାଖଲ କରାଯିବାକୁ ଥିବା ଆଗାମୀ ଅଭିଯୋଗପତ୍ରରେ ଆମ ଆଦମୀ ପାର୍ଟି(ଏଏପି)କୁ ଅଭିଯୁକ୍ତ ଦର୍ଶାଯିବ ବୋଲି ଦିଲ୍ଲୀ ହାଇକୋର୍ଟରେ ଇଡି କହିଛି।...

ଏବେ ତିହାର ଜେଲ୍‌କୁ ବୋମାରେ ଉଡାଇ ଦେବାକୁ ଧମକ; ଦିଲ୍ଲୀ ପୋଲିସର ତନାଘନା…

ନୂଆଦିଲ୍ଲୀ,୧୪।୫: ଦିଲ୍ଲୀର ତିହାର ଜେଲ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର ଏକ ଇମେଲ ମାଧ୍ୟମରେ ଏହି ଧମକ ମିଳିବା ପରେ ଜେଲ ପ୍ରଶାସନ...

ତୃତୀୟ ଥର କାହିଁକି ବାରାଣସୀକୁ ବାଛିଲେ ମୋଦି, କ’ଣ ରହିଛି ଏଠି ଯାହାକୁ କେବଳ ଭାଜପା ପଢିଛି?

ବାରାଣସୀ,୧୪।୫: ସେହି କାଶୀ ଯାହା ଶାସନର ମୁଖ୍ୟ ଡୋର ପରିଣତ ହେଲା। ସେହି କାଶୀ ଯାହା ଦେଶର ରାଜନୀତିରେ ଏକ ହଟ ସିଟ ହୋଇଗଲା। ସେହି...

ନିର୍ବାଚନ ଭିତରେ ବଡ଼ ଖବର, ମୁଖ୍ୟମନ୍ତ୍ରୀ ଅସୁସ୍ଥ

ପାଟନା,୧୪।୫: ୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri