Posted inଜାତୀୟ

ଗେହଲଟ୍‌ଙ୍କ ରାଜସ୍ଥାନରେ ଭାଜପାର ପାଇଲଟ୍‌ ପ୍ରୋଜେକ୍ଟ

ଜୟପୁର,୧୩।୭: ରାଜସ୍ଥାନରେ ଭାଜପାର ଅପରେଶନ୍‌ ଲୋଟସ୍‌ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ୍‌ ପାଇଲଟ୍‌ଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ନେବାକୁ ଭାଜପା ଯୋଜନା କରୁଥିବା ଅଭିଯୋଗ ହେଉଛି। ଗେହଲଟ୍‌ଙ୍କ ରାଜସ୍ଥାନରେ ଭାଜପା ପାଇଲଟ୍‌ ପ୍ରୋଜେକ୍ଟ କରିବାକୁ ଚାହିଁ ବସିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିବା ବିଧାୟକ ଦଳ ବୈଠକରେ ପ୍ରାୟ ୧୦୦ ଜଣ ବିଧାୟକ ଯୋଗଦେଇଥିବା କୁହାଯାଉଛି। ରାଜସ୍ଥାନ କଂଗ୍ରେସ ପକ୍ଷରୁ ଅବିନାଶ ପାଣ୍ଡେ କହିଛନ୍ତି ଯେ, ସରକାରଙ୍କ ପାଖରେ ୧୦୯ ଜଣ ବିଧାୟକଙ୍କ ସମର୍ଥନ ରହିଛି। ଅପରପକ୍ଷରେ ବିଦ୍ରୋହୀ ଯୁବନେତା ସଚିନଙ୍କ ପାଖରେ ୩୦ ଜଣ ବିଧାୟକ ରହିଥିବା ଚର୍ଚ୍ଚା ହେଉଛି। ଜୟପୁର କଂଗ୍ରେସ କାର୍ଯ୍ୟାଳୟରୁ ଇତିମଧ୍ୟରେ ସଚିନଙ୍କ ପୋଷ୍ଟର ହଟାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri