Posted inଜାତୀୟ

ଜେପି ନଡ୍ଡାଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌

ନୂଆଦିଲ୍ଲୀ,୨୭।୨: ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଟୁଇଟର୍‌ ଆକାଉଣ୍ଟ ରବିବାର ହ୍ୟାକ ହୋଇଛି। ଆକାଉଣ୍ଟ ହ୍ୟାକ୍‌ କରିବା ପରେ ହ୍ୟାକର୍‌ ‘ସରି’ ଲେଖିଛନ୍ତି। ଏହା ସହ ତାଙ୍କ ଟୁଇଟର ଆକାଉଣ୍ଟରୁ ଗୋଟିଏ ପରେ ଗୋଟିଏ ରୁଷିଆ ଏବଂ ୟୁକ୍ରେନକୁ ଦାନ କରିବା ନେଇ ଟୁଇଟ କରିଛନ୍ତି।
ଏହାପରେ ଅବଶ୍ୟ ତାଙ୍କ ଆକାଉଣ୍ଟକୁ ରିଷ୍ଟୋର୍‌ କରାଯାଇଛି। ଏହାପୂର୍ବରୁ ଜେପି ନଡ୍ଡା ୟୁପି ବିଧାନସଭା ନିର୍ବାଚନକୁ ନେଇ ଟୁଇଟ୍‌ କରିଥିଲେ। ରବିବାର ସକାଳେ ନଡ୍ଡା, ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ନିର୍ବାଚନକୁ ନେଇ ଟୁଇଟ୍‌ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ...

ରାଜଦ୍ରୋହ ଆଇନର ସାମ୍ବିଧାନିକ ବୈଧତା, ୪ ଦିନରେ ଜବାବ୍‌ ଦାଖଲ କରିବେ କେନ୍ଦ୍ର ସରକାର, ମେ‘ ୫ରେ ଶୁଣାଣି…

ନୂଆଦିଲ୍ଲୀ, ୨୭।୪ : ରାଜଦ୍ରୋହ ଆଇନର (୧୨୪-ଏ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ବୁଧବାର ଦିନ...

ଜ୍ୱର ସାଜିଲା ପ୍ରତିବନ୍ଧକ: କଲ୍ୟାଣ ସିଂ ଏଡିସି ଗ୍ରାମବାସୀ ଦେଲେନି ଭୋଟ

ଢ଼ଳାଇ,୨୩।୪: ଗାଁରେ ଜ୍ୱରରେ ଶହେରୁ ଅଧିକ ଲୋକ କମ୍ପୁଛନ୍ତି। ଗତ ଏକ ସପ୍ତାହରୁ ଅଧିକ ଦିନ ଧରି ଜ୍ୱର ଛାଡୁନି। ତେଣୁ ତ୍ରିପୁରାର ରାଜଧନପରା ଅନ୍ତର୍ଗତ...

ପ୍ରବଳ ବର୍ଷାରେ ମଣିପୁରରେ ଭୂସ୍ଖଳନ

ଇମ୍ଫାଲ,୧୭।୮: ମଣିପୁରରେ ଦୀର୍ଘ ଦିନ ଧରି ହିଂସା ଥମି ନ ଥିବା ବେଳେ ରାଜ୍ୟ ପୁଣି ଏକ ଅସୁବିଧାର ସମ୍ମୁଖିନ ହୋଇଛି। ପ୍ରବଳ ବର୍ଷା ଯୋଗୁ...

ବଜାରରେ ସିନ୍ଥେଟିକ୍‌ ଜିରା: ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଚାଲିଛି ଚୋରା ବେପାର

ନୂଆଦିଲ୍ଲୀ,୨୦।୧୧: ଏବେ ବଜାରରେ ସିନ୍ଥେଟିକ୍‌ ଜିରା ମିଳୁଛି। ପ୍ରକୃତ ଜିରା ସହିତ ମିଶାଇ ଏହାକୁ ବିକ୍ରି କରାଯାଉଛି। ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଏହାର ଚୋରା ବେପାର...

କୋଭିଡ଼ ଅନାଥଙ୍କୁ ମାଗଣା ପାଠପଢା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟରେ କୋଭିଡ଼ ଅନାଥ ପିଲା ଏଣିକି ମାଗଣାରେ ପଢିପାରିବେ। କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହୋଇଛି ନୂଆ ବ୍ୟବସ୍ଥା।...

ସୋନିଆ-ମନମୋହନଙ୍କୁ ଭେଟିଲେ ହସିନା

ନୂଆଦିଲ୍ଲୀ,୬।୧୦: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ରବିବାର ଭେଟିଛନ୍ତି। ଏହା ସହିତ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ମଧ୍ୟ...

ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି

ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି...

Advertisement
Archives

Model This Week