ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର ମହାନ୍ତି କହିଛନ୍ତି, ମୋଦି ଦେଶବାସୀଙ୍କ ୨୩୮ଟି ପ୍ରତିଶ୍ରୁତି ଦେଇଥିଲେ ସେଥିରୁ ଏଯାଏଁ ୨୨ ଟି ପ୍ରତିଶ୍ରୁତି ପୂରଣ କରିସାରିଲେଣି । ଏଥିରେ ରହିଛି କଶ୍ମୀରରୁ ୩୭୦, ୩୫ ‘ଏ’ ଧାରା ଉଚ୍ଛେଦ, ସମାନ ନାଗରିକ ସଂହିତା ଲାଗୁ, ରାମ ମନ୍ଦିର ପ୍ରତିଷ୍ଠା, ପ୍ରତି ଘରକୁ ପାଣି ଯୋଜନାକୁ ସଫଳ ରୂପାୟନ କରିପାରିଛନ୍ତି ।

ଏସବୁ ପ୍ରତିଶୁତି ଭିତରେ ରହିଛି ଓଡିଶାର କଥା । ତେବେ, ରାଜ୍ୟରେ ଭାଜପା ସରକାର ଗଠନ ହେଲେ ଗ୍ରାମାଞ୍ଚଳର ବିକାଶ ସହ ସହରାଞ୍ଚଳ ବିକାଶ ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ । ଭାଜପା ସରକାର ଆସିଲେ ଟ୍ବିନ ସିଟିରେ ମୁଖ୍ୟତଃ ବର୍ଜ୍ୟବସ୍ତୁ ପରିଚାଳନା, ବର୍ଷା ଜଳ ପରିଚାଳନା, ଭୂତଳ ଜଳ ପରିଚାଳନା , ସହରବାସୀଙ୍କ ସୁସ୍ଥ ଜୀବନ ଆଦିକୁ ଗୁରୁତ୍ୱ ଦିଆଯିବ । ଭାଜପା ସରକାର ରାଜ୍ୟର ଗ୍ରାମବାସୀଙ୍କ ସହ ସହରାଞ୍ଚଳବାସୀଙ୍କ ପାଇଁ ସୂର୍ଯ୍ୟ ଘର ବ୍ୟବସ୍ଥା କରିଛନ୍ତି । ଫଳରେ ସେମାନଙ୍କ ଉପରେ ବିଦ୍ୟୁତ ବିଲ ବୋଝ ଆଉ ପଡିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା…

ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri