ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ ମନ୍ତବ୍ୟର ପ୍ରତିବାଦ

କେନ୍ଦୁଝର,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରୁ ଜଣେ ଆଦିବାସୀ ମହିଳାଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ କରିଥିବାରୁ କଂଗ୍ରେସ ପକ୍ଷରୁ ଜାତୀୟ ମୁଖପାତ୍ର ଅଜୟ କୁମାର ବିବାଦୀୟ ମନ୍ତବ୍ୟ ଦେବା ପ୍ରତିବାଦରେ ଗୁରୁବାର ଭାଜପା ପକ୍ଷରୁ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜୀବ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ଅପମାନିତ ମନ୍ତବ୍ୟ ଦେଇଥିବାରୁ ଘୋର ନିନ୍ଦା କରିବା ସହ ଏହାକୁ ଭର୍ତ୍ସନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri