ଦୁର୍ନୀତି ବିରୋଧରେ ଭାଜପାର ବିକ୍ଷୋଭ

ବନ୍ତ,୯।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଭାଜପା ପକ୍ଷରୁ ବିଭିନ୍ନ ଦୁର୍ନୀତି ବିରୋଧରେ ଶୁକ୍ରବାର ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ଭାଜପା ନେତା ବଦ୍ରି ନାରାୟଣ ଧଳ ଓ ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଜଳସେଚନ ଡାକବଙ୍ଗଳାଠାରୁ ଶୋଭାଯାତ୍ରାରେ ବାହାରି ନାରାବଜି ଦେଇ ବ୍ଲକ କାର୍ଯ୍ୟାଳୟଠାରେ ପହଞ୍ଚି ପ୍ରତିବାଦ ସଭା କରିଥିଲେ । ପରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri