ଭାଜପା ପକ୍ଷରୁ ବିଦ୍ୟୁତ୍‌ ଅଫିସ ଆଗରେ ବିକ୍ଷୋଭ

ବୁଗୁଡା,୧୯।୭(ଡି.ଏନ୍‌.ଏ.): ମହାମାରୀ କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କ ଅଘୋଷିତ ବିଦ୍ୟୁତ୍‌ କାଟ ଓ ଆହେତୁକ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଗଞ୍ଜାମ ଜିଲା ବୁଗୁଡ଼ା ବିଦ୍ୟୁତ୍‌ କାର୍ଯ୍ୟାଳୟରେ ଧାରଣା ଦିଆଯାଇଛି। ଘୁମୁସର ଜିଲା ସଭାପତି ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଜିଲା ଉପସଭାପତି ପ୍ରଭାକର ପଣ୍ଡା, ନଗର ସଭାପତି ସୂର୍ଯ୍ୟ ନାରାୟଣ ମହାନ୍ତି, ଗଙ୍ଗାଧର ନାୟକ ପ୍ରମୁଖ ବହୁ ନେତା ଓ କର୍ମୀ ବିଦ୍ୟୁତ୍‌ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଗଞ୍ଜାମ,୩୦ା୫(ଡି.ଏନ.ଏ.)-ଗଞ୍ଜାମ ସହରରେ ଶନିବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଜବରଦଖଲ ସ୍ଥାନକୁ ଜେସିବି ମେଶିନ ଦ୍ୱାରା...

ଗଞ୍ଜାମ ମିନି ଷ୍ଟାଡିୟମ୍‌ରେ ମାଛ, ମାଂସ ଦୋକାନ: ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ, ୧୯।୬(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ନିମନ୍ତେ ଜିଲା ପ୍ରଶାସନ ବିଭିନ୍ନ ଅଭିନବ ପ୍ରୟାସ ଜାରିରଖିଛି । ଗୋଷ୍ଠୀ ସଂକ୍ରମଣକୁ ରୋକିବା ଲାଗି ପରିବା ଓ...

ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ

ଦିଗପହଣ୍ଡି,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର...

ଗୋଟିଏ ରାସ୍ତା ପାଇଁ ୨୧ଥର ବିଲ୍‌

ନୟାଗଡ଼ ଅଫିସ,୨୨ା୩: ନୟାଗଡ଼ ଜିଲା ଭାପୁର ବ୍ଲକରେ ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ଏହି ବ୍ଲକ୍‌...

ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ସରିଫ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ଧାମନଗର ପୋଲିସ ସୋମବାର ରାତିରେ ଚଢ଼ାଉ କରି ୩ ଜୁଆଡ଼ୀଙ୍କୁ ଗିରଫ...

ଲାଞ୍ଚନେବା ପଡ଼ିଲା ମହଙ୍ଗା: ବାଧ୍ୟତାମୂଳକ ଅବସର ଗ୍ରହଣ କଲେ କୋକସରା ତହସିଲର ରେଭିନ୍ୟୁ ଇନ୍ସପେକ୍ଟର

ଭବାନୀପାଟଣା,୨୫।୨(ଡି.ଏନ୍‌.ଏ.): ଲାଞ୍ଚନେବା କଳାହାଣ୍ଡି ଜିଲା କୋକସରା ତହସିଲର ରେ୍‌ଭିନ୍ୟୁ ଇନ୍ସପେକ୍ଟରଙ୍କୁ ମହଙ୍ଗା ପଡ଼ିଛି। ଚାକିରି ଶେଷ ହୋଇ ନ ଥିଲେ ମଧ୍ୟ ବାଧ୍ୟତାମୂଳକ ଭାବେ ରେଭିନ୍ୟୁ...

ଥରୁଛି କନ୍ଧମାଳ: ଦାରିଙ୍ଗିବାଡ଼ିରେ ୬ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ୍‌.ଏ): ସମଗ୍ର କନ୍ଧମାଳ ଜିଲା ଏବେ ଶୀତରେ ଥରୁଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ସୋମବାର ସକାଳ ୮ଟା...

୬ ବର୍ଷର ଶିଶୁ କରୋନା ପଜିଟିଭ୍‌

ଅନୁଗୋଳ ଅଫିସ୍‌, ୨।୬- ଅନୁଗୋଳ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଜଣକ ଜଣେ ୬ ବର୍ଷ ଶିଶୁ ବୋଲି...

Advertisement


Archives

Model This Week