ଭାଜପା ପକ୍ଷରୁ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ସହ ୨ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ନିଶ୍ଚିନ୍ତକୋଇଲି,୮।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ନିଶ୍ଚିନ୍ତକୋଇଲି ବଉଳ ବଜାରରୁ ୩ କୋକେଇରେ ୩ ନେତାଙ୍କ କୁଶପତ୍ତଳିକା ରଖି ଏକ ଶୋଭାଯାତ୍ରାରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ଆଇନଜୀବୀ ଅମରେନ୍ଦ୍ର ଦାସଙ୍କ ସଭାପତିତ୍ୱରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳ ବସ୍ତିଆ ଭାଜପା ଜିଲା ସଭାନେତ୍ରୀ ଯାଜ୍ଞସେନୀ ଯେନା ପ୍ରମୁଖ ଯୋଗଦେଇ ସରକାର ବିରୋଧି ମନ୍ତବ୍ୟ ଦେଇଥିଲେ । ଶେଷରେ ତିନି ନେତାଙ୍କର କୁଶପୁତ୍ତଳିକା ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri