Posted inଜାତୀୟ

ଭାଜପା ପକ୍ଷରୁ ୧୧ ଦିନରେ ୧୩ ଥର ତୈଳଦର ବୃଦ୍ଧି ୟୁପି ନିର୍ବାଚନର ରିଟର୍ନ ଗିଫ୍ଟ: ମମତା

କୋଲକାତା,୫ ।୪: ଦେଶରେ ମହଙ୍ଗା ମାଡରେ ବେହାଲ ହେଲେଣି ସାଧାରଣ ଜନତା । ପେଟ୍ରୋଲ – ଡିଜେଲର ଦାମ ଲଗାତାର ବଢି ଚାଲିଛି । ଗତମାସରେ ୧୧ ଦିନରେ ୧୩ଥର ବଢିଲାଣି ତୈଳ ଦର । ମହଙ୍ଗା ମାଡ ଓ ତୈଳଦର ବୃଦ୍ଧିକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମହାଙ୍ଗା ମାଡ ଦ୍ୱାରା ଉପୁଜିଥିବା ଆର୍ଥିକ ସଙ୍କଟକୁ ସାମ୍ନା କରିବାକୁ ମୋଦି ସରକାରଙ୍କ ପାଖରେ କୌଣସି ଯୋଜନା ନାହିଁ । ସେଥିପାଇଁ ଉପୁଜିଥିବା ଆର୍ଥିକ ପରିସ୍ଥିତିକୁ ସୁଧାରିବା ପାଇଁ ସମାଧାନ ବାହାର କରିବାକୁ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିବା ଜରୁରୀ ।
ରାଜ୍ୟ ସଚିବାଳୟରେ ଖରଦାତାଙ୍କ ସହ କଥା ହେବା ସମୟରେ ତ୍ରୁଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ମିଳିଥିବା ବିଜୟ ପରେ କେନ୍ଦ୍ର ସରକାର ଜନତାଙ୍କୁ ରିଟର୍ନ ଗିଫ୍ଟ ଦେଇଛନ୍ତି । ୧୧ ଦିନରେ ୧୩ ଥର ଦୈଳଦର ବୃଦ୍ଧି ସେଥିମଧ୍ୟରୁ ଗୋଟିଏ ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri