Posted inଜାତୀୟ

ଭାଜପା ପକ୍ଷରୁ ୧୧ ଦିନରେ ୧୩ ଥର ତୈଳଦର ବୃଦ୍ଧି ୟୁପି ନିର୍ବାଚନର ରିଟର୍ନ ଗିଫ୍ଟ: ମମତା

କୋଲକାତା,୫ ।୪: ଦେଶରେ ମହଙ୍ଗା ମାଡରେ ବେହାଲ ହେଲେଣି ସାଧାରଣ ଜନତା । ପେଟ୍ରୋଲ – ଡିଜେଲର ଦାମ ଲଗାତାର ବଢି ଚାଲିଛି । ଗତମାସରେ ୧୧ ଦିନରେ ୧୩ଥର ବଢିଲାଣି ତୈଳ ଦର । ମହଙ୍ଗା ମାଡ ଓ ତୈଳଦର ବୃଦ୍ଧିକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମହାଙ୍ଗା ମାଡ ଦ୍ୱାରା ଉପୁଜିଥିବା ଆର୍ଥିକ ସଙ୍କଟକୁ ସାମ୍ନା କରିବାକୁ ମୋଦି ସରକାରଙ୍କ ପାଖରେ କୌଣସି ଯୋଜନା ନାହିଁ । ସେଥିପାଇଁ ଉପୁଜିଥିବା ଆର୍ଥିକ ପରିସ୍ଥିତିକୁ ସୁଧାରିବା ପାଇଁ ସମାଧାନ ବାହାର କରିବାକୁ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିବା ଜରୁରୀ ।
ରାଜ୍ୟ ସଚିବାଳୟରେ ଖରଦାତାଙ୍କ ସହ କଥା ହେବା ସମୟରେ ତ୍ରୁଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ମିଳିଥିବା ବିଜୟ ପରେ କେନ୍ଦ୍ର ସରକାର ଜନତାଙ୍କୁ ରିଟର୍ନ ଗିଫ୍ଟ ଦେଇଛନ୍ତି । ୧୧ ଦିନରେ ୧୩ ଥର ଦୈଳଦର ବୃଦ୍ଧି ସେଥିମଧ୍ୟରୁ ଗୋଟିଏ ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri