ଆଇନମନ୍ତ୍ରୀଙ୍କ ଗିରଫ ଦାବିରେ ଭାଜପାର ରାଲି

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ମହାଙ୍ଗା ଡବଲ ମର୍ଡର ଘଟଣାରେ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଅଭିଯୋଗରେ ଭାଜପା ପକ୍ଷରୁ ତାଙ୍କୁ ଗିରଫ କରାଯିବାକୁ ଦାବି କରାଯାଉଛି । ଏ ନେଇ ଶନିବାର ଭାଜପା ପକ୍ଷରୁ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ବିଧାନସଭା ଅଭିମୁଖେ ସଦ୍‌ଭାବନା ପଦଯାତ୍ରା ଆରମ୍ଭ ହୋଇଛି । ଭାଜପା ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଆରମ୍ଭ ହୋଇଛି । ଏଥିରେ ଲେଖାଶ୍ରୀ ସାମନ୍ତସିଂହାର ଓ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ବହୁ କର୍ମୀ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri