Posted inଜାତୀୟ

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ନଡ୍ଡା

ଶିମ୍‌ଲା,୧୦।୪:ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ପରିବର୍ତ୍ତନ ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି। ରବିବାର ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ଜାତୀୟ ସଭାପତି ଜେପି ନଡ୍ଡା କହିଛନ୍ତି, ଆସନ୍ତା ବିଧାନସଭା ନିର୍ବାଚନ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁରଙ୍କ ନେତୃତ୍ୱରେ ଅନୁଷ୍ଠିତ ହେବ। ଏପରିକି ରାଜ୍ୟ କ୍ୟାବିନେଟରେ ପରିବର୍ତ୍ତନ ହେବ ନାହିଁ। ଶିମଲା ମ୍ୟୁନିସିପାଲିଟି କର୍ପୋରେସନ ଏବଂ ବିଧାନସଭା ପାଇଁ ପ୍ରସ୍ତୁତି ସମ୍ପର୍କରେ ଜେପି ନଡା ମଧ୍ୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ।
ଶିମଲାର ପିଟରହୋଫରେ ରବିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନଡ୍ଡା କହିଛନ୍ତି, ସରକାର ଏବଂ ସଂଗଠନ ମଧ୍ୟରେ ସମନ୍ବୟ ଏଠାରେ ଭଲ। ମହାସମ୍ପର୍କ ଅଭିଯାନ ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ। ସରକାରୀ ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚୁଛି କି ନାହିଁ ତାହା ଜାଣିବାକୁ ଚେଷ୍ଟା କରାଯିବ।
ସୂଚନାଯୋଗ୍ୟ,ଚଳିତ ବର୍ଷ ଡିସେମ୍ବରରେ ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଠାରେ ୬୮ଟି ବିଧାନସଭା ଆସନ ଅଛି। ତେବେ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri