Posted inଜାତୀୟ

ଆର୍‌ଏସ୍‌ଏସ୍‌ ସହ ଭାଜପାର ସମ୍ପର୍କ ହେଲା ଖରାପ

ନୂଆଦିଲ୍ଲୀ,୧୪ା୬: ଲୋକ ସଭା ନିର୍ବାଚନର ଫଳାଫଳ ଆଶା ଅନୁଯାୟୀ ଭାଜପା ପ୍ରଦର୍ଶନ କରିପାରି ନାହିଁ। ନିର୍ବାଚନ ପୂର୍ବରୁ ଭାଜପା ନେତାମାନେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆର୍‌ଏସ୍‌ଏସ୍‌)ରୁ ନିଜକୁ ଦୂରେଇ ରଖିବା ଆରମ୍ଭ କରିଥିଲେ। ଏହି କାରଣରୁ ଭାଜପା ୨୪୦ ସିଟ୍‌ରେ ସୀମିତ ଥିଲା। ଏଥି ସହ ବର୍ତ୍ତମାନ କଂଗ୍ରେସ ନେତା ଉଦିତ ରାଜ ମଧ୍ୟ କହିଛନ୍ତିି ଯେ, ଆର୍‌ଏସ୍‌ଏସ୍‌ ଏବଂ ଭାଜପା ମଧ୍ୟରେ ଜିନିଷ ଆଉ ସମାନ ନୁହେଁ। ଉଭୟଙ୍କ ମଧ୍ୟରେ ସମ୍ପର୍କ ଖରାପ ହୋଇଯାଇଛି।

ଉଦିତ ଶୁକ୍ରବାର କହିଛନ୍ତି, ଭାଜପା ଆର୍‌ଏସ୍‌ଏସ୍‌କୁ ପୃଥକ୍‌ କରିଛି। ଏହା ମଧ୍ୟ କୁହାଯାଉଛି କାରଣ ଏକ ସାକ୍ଷାତକାର ସମୟରେ ଭାଜପା ସଭାପତି ଜେପି ନଡ୍ଡା କହିଛନ୍ତି, ଆର୍‌ଏସ୍‌ଏସ୍‌ ଏକ ସାମାଜିକ ସଂଗଠନ ହୋଇଥିବା ବେଳେ ଭାଜପା ଏକ ରାଜନୈତିକ ଦଳ। ବର୍ତ୍ତମାନ ଆମେ ଆଗକୁ ଯାଇଛୁ । ପୂର୍ବ ଅପେକ୍ଷା ଅଧିକ ଦକ୍ଷ ହୋଇପାରିଛୁ। ଏଭଳି ପରିସ୍ଥିତିରେ ଆରଏସଏସର ଆବଶ୍ୟକତା ବର୍ତ୍ତମାନ ସେତେ ଅଧିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri