ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ: ୨ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି…

ଭୁବନେଶ୍ୱର,୧୬ା୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ନାଁ ରହିଛି।

Image

ସେହିପରି ଭାଜପା ସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ବିନୀ ବୈଷ୍ଣବ ଏହି ଷ୍ଟାର ପ୍ରଚାରକରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ ଅଛନ୍ତି। ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ନାଁ ମଧ୍ୟ ଏହି ଷ୍ଟାର ପ୍ରଚାରକରେ ରହିଛି। ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା, ସମ୍ବିତ ପାତ୍ର, ସୁନୀଲ ବଂଶଲ ରହିଛନ୍ତି।

ସେହିପରି ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଏବଂ ଅନୁଭବ ମହାନ୍ତିଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri