Posted inଜାତୀୟ

ପଶ୍ଚିମବଙ୍ଗ, ଆସାମ ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ତାଲିକା ଘୋଷିତ

ନୂଆଦିଲ୍ଲୀ,୧୦।୩: ଭାଜପା ବୁଧବାର ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା, ଜେପି ନଡ୍ଡା, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ସମେତ ବହୁ ବିଶିଷ୍ଟ ନେତାଙ୍କ ନାମ ରହିଛି।
ପଶ୍ଚିମବଙ୍ଗ ପାଇଁ ଦଳର ଷ୍ଟାର ପ୍ରଚାରକମାନେ ହେଲେ ରାଜନାଥ ସିଂ, ନିତିନ ଗଡକରୀ, ଅର୍ଜୁନ ମୁଣ୍ଡା, ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, କୈଲାଶ ବିଜୟବର୍ଗିଆ, ଶିବପ୍ରକାଶ, ମୁକୁଲ ରୟ, ଦିଲୀପ ଘୋଷ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ, ଜୁଏଲ ଓରାମ, ରାଜୀବ ବାନାର୍ଜୀ, ଅରବିନ୍ଦ ମେନନ, ଅମିତ ମାଲାବିୟ, ବାବୁଲ ସୁପ୍ରିଓ, ଦେବଶ୍ରୀ ଚୌଧୁରୀ, ନରୋତ୍ତମ ମିଶ୍ର, ବାବୁଲାଲ ମାରାଣ୍ଡି, ରଘୁବର ଦାସ, ଲକେଟ ଚାଟାର୍ଜୀ, ରାଜୁ ବାନାର୍ଜୀ, ଅମିତାଭ ଚକ୍ରବର୍ତ୍ତୀ, କୁନୱାର ସରକାର, କୁନାର ହେମ୍ବରମ, ଯଶଦାସ ଗୁପ୍ତା, ଶ୍ରବନ୍ତୀ ଚାଟାର୍ଜୀ, ହିରେନ ଚାଟାର୍ଜୀ ଏବଂ ପାୟଲ ସାର୍କ।
ସେହିପରି ଆସାମ ପାଇଁ ଷ୍ଟାର ପ୍ରଚାରକମାନଙ୍କ ତାଲିକାରେ ଦଳର ସମସ୍ତ ବରିଷ୍ଠ ନେତା ମଧ୍ୟ ଅନ୍ତର୍ଭୁକ୍ତ। ଏଥିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ଜେପି ନଡ୍ଡା, ରାଜନାଥ ସିଂ, ନିତିନ ଗଡକରୀ, ରଣଜିତ କୁମାର ଦାସ, ଅର୍ଜୁନ ମୁଣ୍ଡା, ନରେନ୍ଦ୍ର ସିଂ ତୋମାର, ସ୍ମୃତି ଇରାନୀ, ମୁଖତାର ଅବ୍ବାସ ନକଭିଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ୫ ନର କଙ୍କାଳ: ଲୋକେ ଆତଙ୍କିତ…

ରାମନାଥପୁରମ୍‌,୩୦।୫: ସମୁଦ୍ର କୂଳରେ ପୋତା ଯାଇଥିବା ୫ ନର କଙ୍କାଳକୁ ନେଇ ତାମିଲନାଡୁର ରାମନାଥମୁରମ୍‌ ଜିଲାର ଓ୍ବଲିନକ୍କମ୍‌ ଗାଁର ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...

ଅରୁଣାଞ୍ଚଳରେ ଦ୍ୱିତୀୟ ଏନକ୍ଲେଭ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ,୧୮।୧୧: ଅରୁଣାଞ୍ଚଳ ପ୍ରଦେଶରେ ଚାଇନା ଦ୍ୱିତୀୟ ଏନ୍‌କ୍ଲେଭ ନିର୍ମାଣ କରିଛି। ଭାରତ ସୀମା ମଧ୍ୟରେ ନିର୍ମିତ ଏନ୍‌କ୍ଲେଭରେ ରହିଛି ୬୦ ବିଲ୍ଡିଂ। ଏକ ଜାତୀୟ ଗଣମାଧ୍ୟମ...

ଦ୍ରୁତ ବେଗରେ ବଢ଼ୁଛି ସଂକ୍ରମଣ

ନୂଆଦିଲ୍ଲୀ, ୬।୪(ପି.ଟି.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ପୂର୍ବାପେକ୍ଷା ଅଧିକ ଦ୍ରୁତ ବେଗରେ ମାଡ଼ିଚାଲିଛି। ଦୈନିକ ସଂକ୍ରମଣ ୨୦ହଜାରରୁ ୧ ଲକ୍ଷରେ ପହଞ୍ଚତ୍ବାକୁ ମାତ୍ର ୨୫...

ଚିଠିରୁ ହଟଚମଟ

ମୁମ୍ବାଇ,୨୨ା୩: ଫେବୃୟାରୀ ୨୫ରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ଦକ୍ଷିଣ ମୁମ୍ବାଇସ୍ଥିତ ବାସଭବନ ଆଣ୍ଟିଲିଆ ବାହାରେ ଏକ ଏସ୍‌ୟୁଭିରୁ ୨୦ ଜିଲାଟିନ୍‌ ଷ୍ଟିକ୍‌ ଜବତ ହୋଇଥିଲା। କିଛି...

ପ୍ରଧାନମନ୍ତ୍ରୀ କ’ଣ, ମୁଁ କିଛି ବି ହେବାକୁ ଚାହୁଁ ନାହିଁ: ନୀତୀଶ

ପାଟନା,୨୪।୮: ଭାଜପା ସହ ମେଣ୍ଟ ଭାଙ୍ଗି ପୁଣି ନୂଆ ସରକାର ଗଢ଼ିବା ପଛରେ ନୀତିଶ କୁମାରଙ୍କ ମହତ୍ତ୍ୱାକାଂକ୍ଷା ଥିବା କୁହାଯାଇଥିଲା। ତାଙ୍କର ପ୍ରଧାନମନ୍ତ୍ରୀ ହେବାର ଅଭିଳାଷ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ସନ୍ଧ୍ୟା ୬ଟାରେ ବି ହୋଇପାରିଲାନି ଟ୍ରେନ୍‌ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୧।୫: ପ୍ରାୟ ୪୮ ଦିନ ପରେ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍‌ ସେବା ମେ ୧୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ମେ ୧୧ରେ ଅପରାହ୍ନ...

ରୁଷିଆ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ନୂଆଦିଲ୍ଲୀ,୮।୧୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗି ଲାଭରୋଭଙ୍କୁ ମସ୍କୋରେ ଭେଟିଛନ୍ତି। ଭାରତ-ରୁଷିଆ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ଆନ୍ତର୍ଜାତୀୟ ବିକାଶ...

ହାଫ୍‌ ପ୍ୟାଣ୍ଟ୍‌ ପିନ୍ଧି ଦୌଡିଲା ପୋଲିସ, ଜାଣନ୍ତୁ କାହିଁକି

ପାଟନା,୧୩।୯: ଗୟାସ୍ଥିତ ଡେଲହା ପୋଲିସ ଷ୍ଟେଶନରେ ଏକ ରୋଚକ ମାମଲା ସାମ୍ନାକୁ ଆସିଛି। ଜଣେ ଅଭିଯୁକ୍ତ ପୋଲିସ ଷ୍ଟେଶନରୁ ଖସି ପଳାଇବାକୁ ଉଦ୍ୟମ କରିବାରୁ ପୋଲିସ...

Advertisement
Archives

Model This Week