Posted inଜାତୀୟ

ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଆରମ୍ଭ ପ୍ରଧାନମନ୍ତ୍ରୀ ହେଲେ ସାମିଲ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ଜନତାପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ ପରିଷଦର ବୈଠକ ଆରମ୍ଭ ହୋଇଯାଇଛି । ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମ।।ନ ଯୋଗ ଦେଇଛନ୍ତି । ଏହି ବୈଠକରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭାଜପା କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । କୁହାଯାଉଛି କି ଦଳର ଅଗାମୀ ରଣନୀତିକୁ ନେଇ ଏହି ବୈଠକ ଡକାଯାଇଛି ।
ସୂଚନାଯୋଗ୍ୟ, ଆଗାମୀ ଦିନରେ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ୨୦୨୪ ଲୋକ ସଭା ନିର୍ବାଚନ ବି ରହିଛି । ଏହାରି ଭିତରେ ସମସ୍ତ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ସବୁ ରାଜ୍ୟର ବିକାଶ କାର୍ଯ୍ୟର ସମିକ୍ଷା କରାଯାଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?