Posted inଜାତୀୟ

ଭାଜପାର ସ୍କୋର୍‌ ୪-୧, ୟୁପି-ଉତ୍ତରାଖଣ୍ଡ-ମଣିପୁର-ଗୋଆରେ ବହୁମତ ମୁହାଁ…

ଲକ୍ଷ୍ନୌ/ଡେରାଡୁନ୍‌/ପଣଜୀ/ଇମ୍ଫାଲ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ୫ ରାଜ୍ୟ ମଧ୍ୟରେ ଭାଜପାର ସ୍କୋର ୪-୧ ରହିଛି। ଉତ୍ତରପ୍ରଦେଶ, ମଣିପୁର, ଗୋଆ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହି ବହୁମତ ମୁହାଁ ହୋଇଛି।

ଉତ୍ତରପ୍ରଦେଶରେ ୨୪୩ ଆସନରେ ଭାଜପା ଆଗୁଆ ଥିବାବେଳେ ମଣିପୁରରେ ୨୧ରେ ଆଗୁଆ ରହିଛି। ଗୋଆରେ ଭାଜପା ୧୮ ଆସନରେ ଆଗୁଆ ରହିଛି। ସେହିପରି ଉତ୍ତରାଖଣ୍ଡରେ ଭାଜପା ୪୩ ଆସନରେ ଆଗୁଆ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ହଲାଇଦେଲା ଟୁଇଟ୍‌

ନୂଆଦିଲ୍ଲୀ,୬ା୨: କୃଷି ଆଇନ ପ୍ରତ୍ୟାହାର ଦାବିରେ ଧାରଣାରେ ବସିଥିବା କୃଷକମାନଙ୍କୁ କଣ୍ଟକିତ ତାରବାଡ଼ ଦେଇ ଘେରିବା ଭାରତକୁ ଅନ୍ତର୍ଜାତୀୟ ଲଜ୍ଜା ଆଣିଦେଇଥିବାବେଳେ ସେଲିବ୍ରିଟିଙ୍କ ଟୁଇଟ୍‌ କେନ୍ଦ୍ର...

ଆଇନଜୀବୀ ନିର୍ଭୟ ହୋଇ କାମ କରିବା ଆବଶ୍ୟକ…

ବେଙ୍ଗାଲୁରୁ,୧୫।୧୧: ଲୋକଙ୍କୁ ନ୍ୟାୟିକ ସହାୟତା ପ୍ରଦାନ କ୍ଷେତ୍ରରେ ଆଇନଜୀବୀ ନିର୍ଭୟ ହୋଇ କାମ କରିବା ଆବଶ୍ୟକ। ଜଣେ କଷ୍ଟମ ଅଧିକାରୀଙ୍କ ପକ୍ଷରୁ ଆଇନଜୀବୀଙ୍କ ବିରୋଧରେ ଦାଖଲ...

ଦହି ହାଣ୍ଡି ଭଙ୍ଗା ଉତ୍ସବ, ୨୨୨ ଆହତ…

ମୁମ୍ବାଇ, ୨୦।୮ : ମହାରାଷ୍ଟ୍ରର ମୁମ୍ବାଇରେ ଜନ୍ମାଷ୍ଟମୀ ପାଳନ ଅବସରରେ ଅନୁଷ୍ଠିତ ହୋଇଥିବା ଦହି ହାଣ୍ଡି ଙଙ୍ଗା ଉତ୍ସବରେ ୨୨୨ ଜଣ ପ୍ରତିଯୋଗୀ ଆହତ ହୋଇଛନ୍ତି।...

ଏସ୍‌-୪୦୦ ଚୁକ୍ତିନାମାକୁ ନେଇ ଆମେରିକାକୁ କହିଲେ ଜୟଶଙ୍କର: ରାଷ୍ଟ୍ର ହିତକୁ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୬।୬: ରୁଷ ସମେତ ଅନ୍ୟ କେତେକ ଦେଶ ଉପରେ ଆମେରିକା ପ୍ରତିବନ୍ଧକ ଜାରି କରିଥିଲେ ମଧ୍ୟ ଭାରତ ସେହି ଦେଶଗୁଡିକ ସହ ସମ୍ବନ୍ଧ ସ୍ଥାପନ କରିବା...

‘ଭାଜପା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ’

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୧।୩: ଭାଜପା ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ। ଆମେରିକାର ଖବରକାଗଜ ‘ଦ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ’ର ଏକ ଓପିନିୟନ୍‌ ଆର୍ଟିକିଲ୍‌ରେ ଏହି...

ନିଜ ପଦରୁ ଇସ୍ତଫା ଦେଲେ ଖାର୍ଗେ

ନୂଆଦିଲ୍ଲୀ,୧।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ରାଜ୍ୟ ସଭାରେ ବିରୋଧୀ ଦଳର ନେତା...

ରାତି ୮ଟାରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଅନୁମାନ...

୧୨ ଦେଶରେ ଚିଦାମ୍ବରମ୍‌ଙ୍କ ୧୭ ଆକାଉଣ୍ଟ

ନୂଆଦିଲ୍ଲୀ,୨୭ା୮(ପି.ଟି.): ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କର ୧୨ଟି ଦେଶରେ ୧୭ଟି ବ୍ୟାଙ୍କ୍‌ ଆକାଉଣ୍ଟ ରହିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚାଞ୍ଚଲ୍ୟକର ତଥ୍ୟ ଦେଇଛି। ଶେଲ୍‌ ଓ୍ବେବ୍‌...

Advertisement
Archives

Model This Week